ରକ୍ଷା ବନ୍ଧନର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରକ୍ଷା ବନ୍ଧନର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ବହୁତ ବହୁତ ଶୁଭକାମନା” ।
रक्षा बंधन के पावन पर्व पर समस्त देशवासियों को बहुत-बहुत शुभकामनाएं।
— Narendra Modi (@narendramodi) August 3, 2020