ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଗାଡିରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଉଗାଡିର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ।”
Best wishes on the special occasion of Ugadi. pic.twitter.com/1aAeMDARsg
— Narendra Modi (@narendramodi) April 2, 2022