ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :
“ନିଜର ସମୃଦ୍ଧଶାଳୀ ଐତିହାସିକ ଐତିହ୍ୟ ପାଇଁ ପ୍ରସିଦ୍ଧି ଲାଭ କରିଥିବା ହରିୟାଣା ଦେଶର ବିକାଶରେ ସର୍ବଦା ଉଲ୍ଲେଖନୀୟ ଅବଦାନ ରଖିଛି । ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଏହାର ଅଭିବୃଦ୍ଧିରେ ଭାଗିଦାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଦେବା ସହ ମୁଁ ସେମାନଙ୍କର ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି ।”
अपनी समृद्ध ऐतिहासिक विरासत के लिए विख्यात हमारे हरियाणा ने देश के विकास में हमेशा अहम योगदान दिया है। राज्य के स्थापना दिवस पर यहां की प्रगति में भागीदार अपने सभी भाई-बहनों को हार्दिक बधाई देने के साथ ही मैं उनके सुख, समृद्धि और उत्तम स्वास्थ्य की कामना करता हूं।
— Narendra Modi (@narendramodi) November 1, 2024