ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କିମ୍ବଦନ୍ତୀ ଭାରତୀୟ ହକି ଖେଳାଳି ମେଜର ଧ୍ୟାନ ଚାନ୍ଦଙ୍କୁ ମଧ୍ୟ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଜାତୀୟ କ୍ରୀଡା ଦିବସର ଶୁଭେଚ୍ଛା ଏବଂ ମେଜର ଧ୍ୟାନ ଚାନ୍ଦ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।
କ୍ରୀଡା ପାଇଁ ସାମ୍ପ୍ରତିକ ବର୍ଷଗୁଡିକ ବହୁତ ଭଲ । ଏହି ଧାରା ଜାରି ରହୁ । କ୍ରୀଡା ସମଗ୍ର ଭାରତରେ ଲୋକପ୍ରିୟତା ହାସଲ କରିପାରେ ।”
Greetings on National Sports Day and tributes to Major Dhyan Chand Ji on his birth anniversary.
— Narendra Modi (@narendramodi) August 29, 2022
The recent years have been great for sports. May this trend continue. May sports keep gaining popularity across India. pic.twitter.com/g04aqModJT