ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବଙ୍ଗୋପସାଗର ଉପକୂଳରେ ଅବସ୍ଥିତ ଜଟିଳ ଏବଂ କଠିନ ଗଭୀର ଜଳ କ୍ରିଷ୍ଣା ଗୋଦାବରୀ ଅବବାହିକା (କେଜି-ଡିଡବ୍ଲ୍ୟୁଏନ୍-୯୮/୨ ବ୍ଲକ) ରୁ ପ୍ରଥମ ତୈଳ ଉତ୍ପାଦନ ଆରମ୍ଭ କୁ ପ୍ରଶଂସା କରିଛନ୍ତି ।
କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଶ୍ରୀ ହରଦୀପ ସିଂ ପୁରୀଙ୍କ ଟ୍ବିଟର ପୋଷ୍ଟ ଉପରେ ପ୍ରତିକ୍ରିୟା ରଖି ପ୍ରଧାନମନ୍ତ୍ରୀ କହିଥିଲେ;
ଏହା ଭାରତର ଶକ୍ତି ଯାତ୍ରାରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଏବଂ ଆତ୍ମନିର୍ଭର ଭାରତ ପାଇଁ ଆମର ଅଭିଯାନକୁ ପ୍ରୋତ୍ସାହିତ କରୁଛି । ଏହା ଦ୍ୱାରା ଆମ ଅର୍ଥନୀତିକୁ ମଧ୍ୟ ଅନେକ ଲାଭ ମିଳିବ।
This is a remarkable step in India’s energy journey and boosts our mission for an Aatmanirbhar Bharat. It will have several benefits for our economy as well. https://t.co/yaW7xozVQx
— Narendra Modi (@narendramodi) January 8, 2024