ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍‌ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ମିଶନ ଦିବ୍ୟାସ୍ତ୍ର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିଆରଡିଓ ବୈଜ୍ଞାନିକମାନଙ୍କୁ ପ୍ରଶଂସା କରିଛନ୍ତି।

 

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି -


ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ମିତ ମଲ୍‌ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ 'ମିଶନ ଦିବ୍ୟାସ୍ତ୍ର' ପାଇଁ ଆମ ଡିଆରଡିଓ ବୈଜ୍ଞାନିକଙ୍କ ପାଇଁ ଗର୍ବିତ।

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Skyroot successfully test fires 3rd stage of Vikram-1 rocket

Media Coverage

Skyroot successfully test fires 3rd stage of Vikram-1 rocket
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 7, 2025
April 07, 2025

Appreciation for PM Modi’s Compassion: Healthcare and Humanity Beyond Borders