Quoteଅମୃତ ଭାରତ ଷ୍ଟେସନ ଯୋଜନାରେ ୧୯ ହଜାର କୋଟି ଟଙ୍କା ବ୍ୟୟରେ ୫୫୩ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ
Quoteପୁନଃବିକଶିତ ଗୋମତୀ ନଗର ରେଳ ଷ୍ଟେସନର ଉଦଘାଟିତ
Quoteପାଖାପାଖି ୨୧,୫୨୦ କୋଟି ଟଙ୍କା ବ୍ୟୟରେ ସମଗ୍ର ଦେଶରେ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ
Quoteଗୋଟିଏ ଥରରେ ୨୦୦୦ ପ୍ରକଳ୍ପ ଆରମ୍ଭ ହେବା ପରେ ଭାରତରେ ରେଳ ଭିତ୍ତିଭୂମିରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳିବ
Quoteଭାରତ ଆଜି ଯାହା ବି କରୁଛି, ତାହା ଅଭୂତପୂର୍ବ ବେଗରେ କରୁଛି। ଆମେ ବଡ଼ ସ୍ୱପ୍ନ ଦେଖୁଛୁ ଏବଂ ତାହାକୁ ସାକାର କରିବା ପାଇଁ ଅକ୍ଳାନ୍ତ ପରିଶ୍ରମ କରୁଛୁ । ଏହି ସଂକଳ୍ପ ବିକଶିତ ଭାରତ ବିକଶିତ ରେଳସେବା କାର୍ଯ୍ୟକ୍ରମରେ ଦୃଶ୍ୟମାନ ହେଉଛି
Quote"ବିକଶିତ ଭାରତ କିପରି ହେବ ତାହା ସ୍ଥିର କରିବାର ଯୁବକମାନଙ୍କର ସର୍ବାଧିକ ଅଧିକାର ରହିଛି"
Quote"ଅମୃତ ଭାରତ ଷ୍ଟେସନ ଉଭୟ ବିକାଶ ଏବଂ ଐତିହ୍ୟର ପ୍ରତୀକ"
Quote"ଗତ ୧୦ ବର୍ଷ ମଧ୍ୟରେ ଏକ ବିକଶିତ ଭାରତ ଗଠନ ରେଳବାଇ କ୍ଷେତ୍ରରେ ବିଶେଷ ଭାବରେ ସ୍ପଷ୍ଟ ହୋଇଛି"
Quoteବିମାନବନ୍ଦର ଭଳି ଅତ୍ୟାଧୁନିକ ସୁବିଧା ଏବେ ରେଳ ଷ୍ଟେସନରେ ଗରିବ ଓ ମଧ୍ୟବିତ୍ତବର୍ଗଙ୍କୁ ଉପଲବ୍ଧ କରାଯାଉଛି
Quote"ରେଳବାଇ ନାଗରିକଙ୍କ ପାଇଁ ଯାତ୍ରା ର ଏକ ମୁଖ୍ୟ ଆଧାର ପାଲଟିଛି"
Quoteଭିତ୍ତିଭୂମି ପାଇଁ ଖର୍ଚ୍ଚ ହେଉଥିବା ସମସ୍ତ ଅର
Quote୫୦୦ ଟି ରେଳ ଷ୍ଟେସନ ଏବଂ ଅନ୍ୟ ୧୫୦୦ ଟି ସ୍ଥାନରୁ ଲକ୍ଷ ଲକ୍ଷ ଲୋକ 'ବିକଶିତ ଭାରତ ବିକାଶିତ ରେଳବାଇ' କାର୍ଯ୍ୟକ୍ରମ ସହିତ ଯୋଡ଼ି ହୋଇଥିଲେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ୫୦୦ ଟି ରେଳ ଷ୍ଟେସନ ଏବଂ ଅନ୍ୟ ୧୫୦୦ ଟି ସ୍ଥାନରୁ ଲକ୍ଷ ଲକ୍ଷ ଲୋକ 'ବିକଶିତ ଭାରତ ବିକାଶିତ ରେଳବାଇ' କାର୍ଯ୍ୟକ୍ରମ ସହିତ ଯୋଡ଼ି ହୋଇଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର କାର୍ଯ୍ୟକ୍ରମ ନୂତନ ଭାରତର ନୂତନ କାର୍ଯ୍ୟ ସଂସ୍କୃତିର ପ୍ରତୀକ । ଭାରତ ଆଜି ଯାହା ବି କରୁଛି, ତାହା ଅଭୂତପୂର୍ବ ବେଗରେ କରୁଛି। ଆମେ ବଡ଼ ସ୍ୱପ୍ନ ଦେଖୁଛୁ ଏବଂ ତାହାକୁ ସାକାର କରିବା ପାଇଁ ଅକ୍ଳାନ୍ତ ପରିଶ୍ରମ କରୁଛୁ । ଏହି ସଂକଳ୍ପ ଏହି ବିକଶିତ ଭାରତ ବିକଶିତ ରେଳବାଇ କାର୍ଯ୍ୟକ୍ରମରେ ଦୃଶ୍ୟମାନ ହେଉଛି। ନିକଟରେ ଅଭୂତପୂର୍ବ ଗତି ହାସଲ କରିଥିବା ସ୍କେଲ ବିଷୟରେ ସେ ଉଲ୍ଲେଖ କରିଥିଲେ। ସେ ଗତ କିଛି ଦିନର ଜମ୍ମୁ ଓ ଗୁଜରାଟ କାର୍ଯ୍ୟକ୍ରମ ବିଷୟରେ ଉଲ୍ଲେଖ କରିଥିଲେ ଯେଉଁଠାରୁ ସେ ଶିକ୍ଷା ଏବଂ ସ୍ୱାସ୍ଥ୍ୟ କ୍ଷେତ୍ର ଭିତ୍ତିଭୂମିର ବ୍ୟାପକ ସମ୍ପ୍ରସାରଣ ଆରମ୍ଭ କରିଥିଲେ । ସେହିପରି ଆଜି ମଧ୍ୟ ୩୦୦ ଜିଲ୍ଲାରେ ଥିବା ୧୨ଟି ରାଜ୍ୟର ୫୫୦ଟି ଷ୍ଟେସନର ନବୀକରଣ କରାଯାଉଛି। ଉତ୍ତର ପ୍ରଦେଶର ଗୋମତୀ ନଗର ଷ୍ଟେସନ ପ୍ରକଳ୍ପ ବିଷୟରେ ସୂଚନା ପ୍ରଦାନ କରିବା ସହିତ ୧୫୦୦ରୁ ଅଧିକ ସଡ଼କ ଏବଂ ଓଭରବ୍ରିଜ୍ ପ୍ରକଳ୍ପ ବିଷୟରେ ପ୍ରଧାନମନ୍ତ୍ରୀ ମୋଦୀ ନୂତନ ଭାରତର ଆକାଂକ୍ଷା ଏବଂ ସଂକଳ୍ପର ବ୍ୟାପକତା ଏବଂ ଗତି ଉପରେ ଆଲୋକପାତ କରିଥିଲେ ।

 

|

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ୪୦,୦୦୦ କୋଟି ଟଙ୍କାର ପ୍ରକଳ୍ପ ଦିନକୁ ଦିନ ଆଲୋକ ଦେଖୁଛି ଏବଂ କିଛି ମାସ ପୂର୍ବେ ଅମୃତ ଭାରତ ଷ୍ଟେସନ ପ୍ରକଳ୍ପ ଆରମ୍ଭ କରିଥିବା କଥା ମନେ ପକାଇଥିଲେ ଯେଉଁଠାରେ ଦେଶର ୫୦୦ ରେଳ ଷ୍ଟେସନର ଆଧୁନିକୀକରଣ ପାଇଁ କାର୍ଯ୍ୟ ଆରମ୍ଭ ହୋଇଥିଲା । ଆଜିର କାର୍ଯ୍ୟକ୍ରମ ଏହି ସଂକଳ୍ପକୁ ଆହୁରି ଆଗକୁ ନେଇଯିବା ସହ ଭାରତର ପ୍ରଗତିର ଗତିର ଝଲକ ପ୍ରଦାନ କରୁଛି ବୋଲି ସେ କହିଛନ୍ତି। ଆଜିର ରେଳ ପ୍ରକଳ୍ପ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଭାରତୀୟ ନାଗରିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ ଆଜିର ବିକାଶ ପ୍ରକଳ୍ପ ପାଇଁ ଭାରତର ଯୁବ ଶକ୍ତିକୁ ବିଶେଷ ଭାବେ ଅଭିନନ୍ଦନ ଜଣାଇଥିଲେ କାରଣ ସେମାନେ ହେଉଛନ୍ତି ବିକଶିତ ଭାରତର ପ୍ରକୃତ ହିତାଧିକାରୀ । ଆଜିର ବିକାଶ ମୂଳକ ପ୍ରକଳ୍ପ ଲକ୍ଷ ଲକ୍ଷ ଯୁବକଯୁବତୀଙ୍କ ପାଇଁ ରୋଜଗାର ଓ ଆତ୍ମନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଉପକୃତ ହେବେ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, "ବିକଶିତ ଭାରତ କିପରି ହେବ ତାହା ସ୍ଥିର କରିବାର ଯୁବକମାନଙ୍କର ସର୍ବାଧିକ ଅଧିକାର ରହିଛି। ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ବିକଶିତ ଭାରତରେ ରେଳବାଇର ସ୍ୱପ୍ନକୁ ସାକାର କରିଥିବାରୁ ସେ ଯୁବବର୍ଗଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପ ସହିତ ସେମାନଙ୍କ ସ୍ୱପ୍ନ ଓ କଠିନ ପରିଶ୍ରମ ବିକଶିତ ଭାରତର ଗ୍ୟାରେଣ୍ଟି ଦେଉଛି ବୋଲି ସେ ଯୁବବର୍ଗଙ୍କୁ ଆଶ୍ୱାସନା ଦେଇଥିଲେ।

ଆଗାମୀ ଅମୃତ ଭାରତ ଷ୍ଟେସନ ଉଭୟ ବିକାଶ ଏବଂ ଐତିହ୍ୟର ପ୍ରତୀକ ହେବ ବୋଲି ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ । ଓଡ଼ିଶାର ବାଲେଶ୍ୱର ଷ୍ଟେସନ ଭଗବାନ ଜଗନ୍ନାଥ ମନ୍ଦିର ଓ ସିକ୍କିମର ରଙ୍ଗପୁର ସ୍ଥାନୀୟ ସ୍ଥାପତ୍ୟର ଛାପ ବହନ କରିବ, ରାଜସ୍ଥାନର ସାଙ୍ଗନେର ଷ୍ଟେସନରେ ଷୋଡ଼ଶ ଶତାବ୍ଦୀର ହ୍ୟାଣ୍ଡ ବ୍ଲକ ପ୍ରିଣ୍ଟିଂ, ତାମିଲନାଡୁର କୁମ୍ବାକୋନମରେ ଥିବା ଷ୍ଟେସନରେ ଚୋଳ ପ୍ରଭାବ ପ୍ରଦର୍ଶିତ ହେବ ଏବଂ ଅହମ୍ମଦାବାଦ ଷ୍ଟେସନ ମୋଡେରା ସୂର୍ଯ୍ୟ ମନ୍ଦିରରୁ ଅନୁପ୍ରାଣିତ, ଦ୍ୱାରକା ଷ୍ଟେସନ ଦ୍ୱାରକାଧୀଶ ମନ୍ଦିର ଦ୍ୱାରା ଅନୁପ୍ରାଣିତ। ଆଇଟି ସିଟି ଗୁରୁଗ୍ରାମ ଷ୍ଟେସନ ଆଇଟି ଥିମ୍ ବହନ କରିବ, ଅର୍ଥାତ୍ "ଅମୃତ ଭାରତ ଷ୍ଟେସନ ସେହି ସହରର ବିଶେଷତ୍ୱକୁ ବିଶ୍ୱ ଆଗରେ ପରିଚିତ କରାଇବ", ପ୍ରଧାନମନ୍ତ୍ରୀ କହିଥିଲେ । ଏହି ଷ୍ଟେସନଗୁଡିକ ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକ ଅନୁକୂଳ ହେବ ।

ଗତ ୧୦ ବର୍ଷ ମଧ୍ୟରେ ବିଶେଷ କରି ରେଳବାଇରେ ଯେଉଁଠାରେ ପରିବର୍ତ୍ତନ ପରିଲକ୍ଷିତ ହେଉଛି ସେଠାରେ ଏକ ବିକଶିତ ଭାରତ ଗଠନ କୁ ପ୍ରଧାନମନ୍ତ୍ରୀ ମୋଦୀ ଦୋହରାଇଛନ୍ତି । ବିଗତ ୧୦ ବର୍ଷ ମଧ୍ୟରେ ଯେଉଁ ସବୁ ସୁବିଧା ଏକଦା ଦୂରରେ ଥିଲା, ତାହା ଏବେ ବାସ୍ତବ ରୂପ ନେଇଛି ଏବଂ ବନ୍ଦେ ଭାରତ, ଅମୃତ ଭାରତ, ନମୋ ଭାରତ ଭଳି ଆଧୁନିକ ସେମି ହାଇସ୍ପିଡ୍ ଟ୍ରେନ୍, ରେଳ ଲାଇନ୍ ବିଦ୍ୟୁତୀକରଣର ଦ୍ରୁତ ଗତି ଏବଂ ଟ୍ରେନ୍ ଭିତରେ ଏବଂ ଷ୍ଟେସନ ପ୍ଲାଟଫର୍ମରେ ସ୍ୱଚ୍ଛତାର ଉଦାହରଣ ଦେଇଛନ୍ତି। ଓଭରବ୍ରିଜ୍ ଓ ଅଣ୍ଡରବ୍ରିଜ୍ ଆଜି ନିରବଚ୍ଛିନ୍ନ ଓ ଦୁର୍ଘଟଣାମୁକ୍ତ ଯାତାୟାତ କରୁଥିବା ବେଳେ ଭାରତୀୟ ରେଳବାଇରେ ମାନବବିହୀନ ଗେଟ୍ କିପରି ସାଧାରଣ କଥା ତାହାର ତୁଳନା କରିଥିଲେ। ବିମାନବନ୍ଦର ଭଳି ଆଧୁନିକ ସୁବିଧା ଏବେ ରେଳ ଷ୍ଟେସନରେ ଗରିବ ଓ ମଧ୍ୟବିତ୍ତବର୍ଗଙ୍କୁ ଉପଲବ୍ଧ କରାଯାଉଛି ବୋଲି ସେ ଉଲ୍ଲେଖ କରିଛନ୍ତି।

 

|

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ରେଳପଥ ନାଗରିକମାନଙ୍କ ପାଇଁ ଯାତ୍ରାକୁ ସହଜ କରିବାର ଏକ ମୁଖ୍ୟ ଆଧାର ପାଲଟିଛି । ରେଳବାଇର ପରିବର୍ତ୍ତନ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଅର୍ଥନୀତି ବିଶ୍ୱ ମାନ୍ୟତାରେ ଏକାଦଶରୁ ପଞ୍ଚମ ସ୍ଥାନକୁ ଉନ୍ନୀତ ହେଉଥିବାବେଳେ ରେଳ ବଜେଟରେ ୧୦ ବର୍ଷ ପୂର୍ବର ୪୫ ହଜାର କୋଟିରୁ ଆଜି ୨.୫ ଲକ୍ଷ କୋଟିକୁ ବ୍ୟାପକ ବୃଦ୍ଧି ଘଟିଛି । ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୈତିକ ମହାଶକ୍ତି ହେବା ପରେ ଆମର ଶକ୍ତି କେତେ ବଢ଼ିବ ତାହା କଳ୍ପନା କରନ୍ତୁ। ତେଣୁ ଭାରତକୁ ଯଥାଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ କରିବା ପାଇଁ ମୋଦି କଠିନ ପରିଶ୍ରମ କରୁଛନ୍ତି।

ଦୁର୍ନୀତି ନହେବା ଏବଂ ନୂତନ ଲାଇନ୍ ବିଛାଇବାର ଗତି ଦ୍ୱିଗୁଣିତ କରିବା, ଜମ୍ମୁ-କଶ୍ମୀରରୁ ଉତ୍ତର-ପୂର୍ବ ପର୍ଯ୍ୟନ୍ତ ନୂଆ ଅଞ୍ଚଳକୁ ରେଳ ପହଞ୍ଚାଇବା ଏବଂ ୨,୫୦୦ କିଲୋମିଟର ଉତ୍ସର୍ଗୀକୃତ ମାଲ ପରିବହନ କରିଡର ରେ କାମ କରିବାରେ ବ୍ୟବହୃତ ହେଉଥିବା ଅର୍ଥକୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀ ଶ୍ରେୟ ଦେଇଛନ୍ତି। ଟିକସଦାତାଙ୍କ ଅର୍ଥର ପ୍ରତି ପଇସା ଯାତ୍ରୀଙ୍କ କଲ୍ୟାଣ ପାଇଁ ବ୍ୟବହୃତ ହେଉଛି ବୋଲି ସେ କହିଛନ୍ତି। ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରେଳ ଟିକେଟ ଉପରେ ୫୦ ପ୍ରତିଶତ ରିହାତି ରହିଛି।

"ଯେପରି ବ୍ୟାଙ୍କରେ ଜମା ହୋଇଥିବା ଟଙ୍କା ଉପରେ ସୁଧ ଅର୍ଜନ କରାଯାଏ, ସେହିଭଳି ଭିତ୍ତିଭୂମି ରେ ଖର୍ଚ୍ଚ ହେଉଥିବା ପ୍ରତ୍ୟେକ ପଇସା ନୂତନ ଆୟର ଉତ୍ସ ଏବଂ ନୂତନ ନିଯୁକ୍ତି ସୃଷ୍ଟି କରେ", ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରି କହିଥିଲେ ଯେ ନୂତନ ରେଳ ଲାଇନ ବିଛାଇବା ଦ୍ୱାରା ଶ୍ରମିକ ହୁଅନ୍ତୁ କିମ୍ବା ଇଞ୍ଜିନିୟର ଏକାଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସିମେଣ୍ଟ, ଇସ୍ପାତ ଓ ପରିବହନ ଭଳି ଅନେକ ଶିଳ୍ପ ଓ ଦୋକାନରେ ନୂତନ ନିଯୁକ୍ତି ର ସମ୍ଭାବନା ସୃଷ୍ଟି ହୋଇଛି। ଆଜି ଲକ୍ଷ ଲକ୍ଷ କୋଟି ଟଙ୍କା ବିନିଯୋଗ ହେଉଛି ହଜାର ହଜାର ନିଯୁକ୍ତିର ଗ୍ୟାରେଣ୍ଟି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି। ସେ 'ୱାନ୍ ଷ୍ଟେସନ୍ ୱାନ୍ ପ୍ରଡକ୍ଟ' କାର୍ଯ୍ୟକ୍ରମ ବିଷୟରେ ମଧ୍ୟ କହିଥିଲେ ଯେଉଁଠାରେ ଷ୍ଟେସନ ଗୁଡ଼ିକରେ ଲଗାଯାଇଥିବା ହଜାର ହଜାର ଷ୍ଟଲ୍ ମାଧ୍ୟମରେ ରେଳବାଇ ଦ୍ୱାରା କ୍ଷୁଦ୍ର କୃଷକ, କାରିଗର ଏବଂ ବିଶ୍ୱକର୍ମା ବନ୍ଧୁମାନଙ୍କ ଉତ୍ପାଦକୁ ପ୍ରୋତ୍ସାହିତ କରାଯାଉଛି।

 

|

"ଭାରତୀୟ ରେଳବାଇ କେବଳ ଏକ ଯାତ୍ରୀ ସୁବିଧା ନୁହେଁ ବରଂ ଏହା ଭାରତର କୃଷି ଏବଂ ଶିଳ୍ପ ପ୍ରଗତିର ସବୁଠାରୁ ବଡ଼ ବାହକ", ପ୍ରଧାନମନ୍ତ୍ରୀ କହିଥିଲେ ଯେ ଦ୍ରୁତ ଟ୍ରେନ୍ ପରିବହନରେ ଅଧିକ ସମୟ ସଞ୍ଚୟ କରିବ ଏବଂ ଶିଳ୍ପ ଖର୍ଚ୍ଚ ମଧ୍ୟ ହ୍ରାସ କରିବ । ତେଣୁ ମେକ୍ ଇନ୍ ଇଣ୍ଡିଆ ଓ ଆତ୍ମନିର୍ଭର ଭାରତକୁ ପ୍ରୋତ୍ସାହନ ଦେଉଛି। ଭାରତର ଆଧୁନିକ ଭିତ୍ତିଭୂମିକୁ ଶ୍ରେୟ ଦେଇ ପ୍ରଧାନମନ୍ତ୍ରୀ ସମଗ୍ର ବିଶ୍ୱରେ ପୁଞ୍ଜିନିବେଶ ପାଇଁ ସବୁଠାରୁ ଆକର୍ଷଣୀୟ ସ୍ଥାନ ଭାବେ ଦେଶକୁ ପ୍ରଶଂସା କରିଥିଲେ । ଆଗାମୀ ୫ ବର୍ଷ ପାଇଁ ବାଟ ଦେଖାଇ ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣ ଶେଷ କରିଥିଲେ ଏବଂ କହିଥିଲେ ଯେ ଏହି ହଜାର ହଜାର ଷ୍ଟେସନର ଆଧୁନିକୀକରଣ ହେଲେ ଭାରତୀୟ ରେଳବାଇର କ୍ଷମତା ବୃଦ୍ଧି ପାଇବ ଏବଂ ବିପୁଳ ପୁଞ୍ଜିନିବେଶର ବିପ୍ଳବ ଆଣିବ ।


ପୃଷ୍ଠଭୂମି

ରେଳ ଷ୍ଟେସନରେ ବିଶ୍ୱସ୍ତରୀୟ ସୁବିଧା ଉପଲବ୍ଧ କରାଇବା ଉପରେ ପ୍ରଧାନମନ୍ତ୍ରୀ ବାରମ୍ବାର ଗୁରୁତ୍ୱାରୋପ କରିଛନ୍ତି । ଏହି ପ୍ରୟାସର ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିଥିଲେ । ୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ। ଏହି ଷ୍ଟେସନଗୁଡ଼ିକ ସହରର ଉଭୟ ପାର୍ଶ୍ୱକୁ ମିଶାଇ 'ସିଟି ସେଣ୍ଟର' ଭାବେ କାର୍ଯ୍ୟ କରିବ। ଏଥିରେ ରୁଫ୍ ପ୍ଲାଜା, ସୁନ୍ଦର ଲ୍ୟାଣ୍ଡସ୍କେପିଂ, ଇଣ୍ଟର ମୋଡାଲ କନେକ୍ଟିଭିଟି, ଉନ୍ନତ ଆଧୁନିକ ପ୍ଲାଟଫର୍ମ, କିଡ୍ସ ପ୍ଲେ ଏରିଆ, କିଓସ୍କ, ଫୁଡ୍ କୋର୍ଟ ଆଦି ଅତ୍ୟାଧୁନିକ ଯାତ୍ରୀ ସୁବିଧା ଉପଲବ୍ଧ ହେବ। ସେମାନଙ୍କୁ ପରିବେଶ ଅନୁକୂଳ ଏବଂ ଦିବ୍ୟାଙ୍ଗ ଅନୁକୂଳ ଭାବେ ପୁନଃବିକଶିତ କରାଯିବ। ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଓ ସ୍ଥାପତ୍ୟ ରୁ ପ୍ରେରିତ ହୋଇ ଏହି ଷ୍ଟେସନ କୋଠାର ଡିଜାଇନ୍ ପ୍ରସ୍ତୁତ କରାଯିବ।

ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ଗୋମତୀ ନଗର ଷ୍ଟେସନକୁ ଉଦଘାଟନ କରିଥିଲେ, ଯାହାକୁ ପ୍ରାୟ ୩୮୫ କୋଟି ଟଙ୍କା ବ୍ୟୟରେ ପୁନଃବିକଶିତ କରାଯାଇଥିଲା । ଭବିଷ୍ୟତରେ ବଢ଼ୁଥିବା ଯାତ୍ରୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଷ୍ଟେସନରେ ଆଗମନ ଓ ପ୍ରସ୍ଥାନ ସୁବିଧାକୁ ଅଲଗା କରାଯାଇଛି। ଏହା ସହରର ଉଭୟ ପାର୍ଶ୍ୱକୁ ଏକାଠି କରିଥାଏ । ଏହି କେନ୍ଦ୍ରୀୟ ଏୟାର କଣ୍ଡିସନ ଷ୍ଟେସନରେ ଏୟାର କନକୋର୍ସ, ଭିଡ଼ ମୁକ୍ତ ପରିବହନ, ଫୁଡ୍ କୋର୍ଟ ଏବଂ ଉପର ଓ ତଳ ବେସମେଣ୍ଟରେ ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ ଭଳି ଅତ୍ୟାଧୁନିକ ଯାତ୍ରୀ ସୁବିଧା ରହିଛି।

ପ୍ରଧାନମନ୍ତ୍ରୀ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ । ୨୪ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବିସ୍ତାରିତ ଏହି ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ୨୧,୫୨୦ କୋଟି ଟଙ୍କା। ଏହି ପ୍ରକଳ୍ପଗୁଡ଼ିକ ଭିଡ଼ ହ୍ରାସ କରିବ, ନିରାପତ୍ତା ଏବଂ ଯୋଗାଯୋଗ ବୃଦ୍ଧି କରିବ, ରେଳ ଯାତ୍ରାର କ୍ଷମତା ଏବଂ ଦକ୍ଷତା ରେ ଉନ୍ନତି ଆଣିବ ।

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Prachand LCH: The game-changing indigenous attack helicopter that puts India ahead in high-altitude warfare at 21,000 feet

Media Coverage

Prachand LCH: The game-changing indigenous attack helicopter that puts India ahead in high-altitude warfare at 21,000 feet
NM on the go

Nm on the go

Always be the first to hear from the PM. Get the App Now!
...
Today, India is not just a Nation of Dreams but also a Nation That Delivers: PM Modi in TV9 Summit
March 28, 2025
QuoteToday, the world's eyes are on India: PM
QuoteIndia's youth is rapidly becoming skilled and driving innovation forward: PM
Quote"India First" has become the mantra of India's foreign policy: PM
QuoteToday, India is not just participating in the world order but also contributing to shaping and securing the future: PM
QuoteIndia has given Priority to humanity over monopoly: PM
QuoteToday, India is not just a Nation of Dreams but also a Nation That Delivers: PM

श्रीमान रामेश्वर गारु जी, रामू जी, बरुन दास जी, TV9 की पूरी टीम, मैं आपके नेटवर्क के सभी दर्शकों का, यहां उपस्थित सभी महानुभावों का अभिनंदन करता हूं, इस समिट के लिए बधाई देता हूं।

TV9 नेटवर्क का विशाल रीजनल ऑडियंस है। और अब तो TV9 का एक ग्लोबल ऑडियंस भी तैयार हो रहा है। इस समिट में अनेक देशों से इंडियन डायस्पोरा के लोग विशेष तौर पर लाइव जुड़े हुए हैं। कई देशों के लोगों को मैं यहां से देख भी रहा हूं, वे लोग वहां से वेव कर रहे हैं, हो सकता है, मैं सभी को शुभकामनाएं देता हूं। मैं यहां नीचे स्क्रीन पर हिंदुस्तान के अनेक शहरों में बैठे हुए सब दर्शकों को भी उतने ही उत्साह, उमंग से देख रहा हूं, मेरी तरफ से उनका भी स्वागत है।

साथियों,

आज विश्व की दृष्टि भारत पर है, हमारे देश पर है। दुनिया में आप किसी भी देश में जाएं, वहां के लोग भारत को लेकर एक नई जिज्ञासा से भरे हुए हैं। आखिर ऐसा क्या हुआ कि जो देश 70 साल में ग्यारहवें नंबर की इकोनॉमी बना, वो महज 7-8 साल में पांचवे नंबर की इकोनॉमी बन गया? अभी IMF के नए आंकड़े सामने आए हैं। वो आंकड़े कहते हैं कि भारत, दुनिया की एकमात्र मेजर इकोनॉमी है, जिसने 10 वर्षों में अपने GDP को डबल किया है। बीते दशक में भारत ने दो लाख करोड़ डॉलर, अपनी इकोनॉमी में जोड़े हैं। GDP का डबल होना सिर्फ आंकड़ों का बदलना मात्र नहीं है। इसका impact देखिए, 25 करोड़ लोग गरीबी से बाहर निकले हैं, और ये 25 करोड़ लोग एक नियो मिडिल क्लास का हिस्सा बने हैं। ये नियो मिडिल क्लास, एक प्रकार से नई ज़िंदगी शुरु कर रहा है। ये नए सपनों के साथ आगे बढ़ रहा है, हमारी इकोनॉमी में कंट्रीब्यूट कर रहा है, और उसको वाइब्रेंट बना रहा है। आज दुनिया की सबसे बड़ी युवा आबादी हमारे भारत में है। ये युवा, तेज़ी से स्किल्ड हो रहा है, इनोवेशन को गति दे रहा है। और इन सबके बीच, भारत की फॉरेन पॉलिसी का मंत्र बन गया है- India First, एक जमाने में भारत की पॉलिसी थी, सबसे समान रूप से दूरी बनाकर चलो, Equi-Distance की पॉलिसी, आज के भारत की पॉलिसी है, सबके समान रूप से करीब होकर चलो, Equi-Closeness की पॉलिसी। दुनिया के देश भारत की ओपिनियन को, भारत के इनोवेशन को, भारत के एफर्ट्स को, जैसा महत्व आज दे रहे हैं, वैसा पहले कभी नहीं हुआ। आज दुनिया की नजर भारत पर है, आज दुनिया जानना चाहती है, What India Thinks Today.

|

साथियों,

भारत आज, वर्ल्ड ऑर्डर में सिर्फ पार्टिसिपेट ही नहीं कर रहा, बल्कि फ्यूचर को शेप और सेक्योर करने में योगदान दे रहा है। दुनिया ने ये कोरोना काल में अच्छे से अनुभव किया है। दुनिया को लगता था कि हर भारतीय तक वैक्सीन पहुंचने में ही, कई-कई साल लग जाएंगे। लेकिन भारत ने हर आशंका को गलत साबित किया। हमने अपनी वैक्सीन बनाई, हमने अपने नागरिकों का तेज़ी से वैक्सीनेशन कराया, और दुनिया के 150 से अधिक देशों तक दवाएं और वैक्सीन्स भी पहुंचाईं। आज दुनिया, और जब दुनिया संकट में थी, तब भारत की ये भावना दुनिया के कोने-कोने तक पहुंची कि हमारे संस्कार क्या हैं, हमारा तौर-तरीका क्या है।

साथियों,

अतीत में दुनिया ने देखा है कि दूसरे विश्व युद्ध के बाद जब भी कोई वैश्विक संगठन बना, उसमें कुछ देशों की ही मोनोपोली रही। भारत ने मोनोपोली नहीं बल्कि मानवता को सर्वोपरि रखा। भारत ने, 21वीं सदी के ग्लोबल इंस्टीट्यूशन्स के गठन का रास्ता बनाया, और हमने ये ध्यान रखा कि सबकी भागीदारी हो, सबका योगदान हो। जैसे प्राकृतिक आपदाओं की चुनौती है। देश कोई भी हो, इन आपदाओं से इंफ्रास्ट्रक्चर को भारी नुकसान होता है। आज ही म्यांमार में जो भूकंप आया है, आप टीवी पर देखें तो बहुत बड़ी-बड़ी इमारतें ध्वस्त हो रही हैं, ब्रिज टूट रहे हैं। और इसलिए भारत ने Coalition for Disaster Resilient Infrastructure - CDRI नाम से एक वैश्विक नया संगठन बनाने की पहल की। ये सिर्फ एक संगठन नहीं, बल्कि दुनिया को प्राकृतिक आपदाओं के लिए तैयार करने का संकल्प है। भारत का प्रयास है, प्राकृतिक आपदा से, पुल, सड़कें, बिल्डिंग्स, पावर ग्रिड, ऐसा हर इंफ्रास्ट्रक्चर सुरक्षित रहे, सुरक्षित निर्माण हो।

साथियों,

भविष्य की चुनौतियों से निपटने के लिए हर देश का मिलकर काम करना बहुत जरूरी है। ऐसी ही एक चुनौती है, हमारे एनर्जी रिसोर्सेस की। इसलिए पूरी दुनिया की चिंता करते हुए भारत ने International Solar Alliance (ISA) का समाधान दिया है। ताकि छोटे से छोटा देश भी सस्टेनबल एनर्जी का लाभ उठा सके। इससे क्लाइमेट पर तो पॉजिटिव असर होगा ही, ये ग्लोबल साउथ के देशों की एनर्जी नीड्स को भी सिक्योर करेगा। और आप सबको ये जानकर गर्व होगा कि भारत के इस प्रयास के साथ, आज दुनिया के सौ से अधिक देश जुड़ चुके हैं।

साथियों,

बीते कुछ समय से दुनिया, ग्लोबल ट्रेड में असंतुलन और लॉजिस्टिक्स से जुड़ी challenges का सामना कर रही है। इन चुनौतियों से निपटने के लिए भी भारत ने दुनिया के साथ मिलकर नए प्रयास शुरु किए हैं। India–Middle East–Europe Economic Corridor (IMEC), ऐसा ही एक महत्वाकांक्षी प्रोजेक्ट है। ये प्रोजेक्ट, कॉमर्स और कनेक्टिविटी के माध्यम से एशिया, यूरोप और मिडिल ईस्ट को जोड़ेगा। इससे आर्थिक संभावनाएं तो बढ़ेंगी ही, दुनिया को अल्टरनेटिव ट्रेड रूट्स भी मिलेंगे। इससे ग्लोबल सप्लाई चेन भी और मजबूत होगी।

|

साथियों,

ग्लोबल सिस्टम्स को, अधिक पार्टिसिपेटिव, अधिक डेमोक्रेटिक बनाने के लिए भी भारत ने अनेक कदम उठाए हैं। और यहीं, यहीं पर ही भारत मंडपम में जी-20 समिट हुई थी। उसमें अफ्रीकन यूनियन को जी-20 का परमानेंट मेंबर बनाया गया है। ये बहुत बड़ा ऐतिहासिक कदम था। इसकी मांग लंबे समय से हो रही थी, जो भारत की प्रेसीडेंसी में पूरी हुई। आज ग्लोबल डिसीजन मेकिंग इंस्टीट्यूशन्स में भारत, ग्लोबल साउथ के देशों की आवाज़ बन रहा है। International Yoga Day, WHO का ग्लोबल सेंटर फॉर ट्रेडिशनल मेडिसिन, आर्टिफिशियल इंटेलीजेंस के लिए ग्लोबल फ्रेमवर्क, ऐसे कितने ही क्षेत्रों में भारत के प्रयासों ने नए वर्ल्ड ऑर्डर में अपनी मजबूत उपस्थिति दर्ज कराई है, और ये तो अभी शुरूआत है, ग्लोबल प्लेटफॉर्म पर भारत का सामर्थ्य नई ऊंचाई की तरफ बढ़ रहा है।

साथियों,

21वीं सदी के 25 साल बीत चुके हैं। इन 25 सालों में 11 साल हमारी सरकार ने देश की सेवा की है। और जब हम What India Thinks Today उससे जुड़ा सवाल उठाते हैं, तो हमें ये भी देखना होगा कि Past में क्या सवाल थे, क्या जवाब थे। इससे TV9 के विशाल दर्शक समूह को भी अंदाजा होगा कि कैसे हम, निर्भरता से आत्मनिर्भरता तक, Aspirations से Achievement तक, Desperation से Development तक पहुंचे हैं। आप याद करिए, एक दशक पहले, गांव में जब टॉयलेट का सवाल आता था, तो माताओं-बहनों के पास रात ढलने के बाद और भोर होने से पहले का ही जवाब होता था। आज उसी सवाल का जवाब स्वच्छ भारत मिशन से मिलता है। 2013 में जब कोई इलाज की बात करता था, तो महंगे इलाज की चर्चा होती थी। आज उसी सवाल का समाधान आयुष्मान भारत में नजर आता है। 2013 में किसी गरीब की रसोई की बात होती थी, तो धुएं की तस्वीर सामने आती थी। आज उसी समस्या का समाधान उज्ज्वला योजना में दिखता है। 2013 में महिलाओं से बैंक खाते के बारे में पूछा जाता था, तो वो चुप्पी साध लेती थीं। आज जनधन योजना के कारण, 30 करोड़ से ज्यादा बहनों का अपना बैंक अकाउंट है। 2013 में पीने के पानी के लिए कुएं और तालाबों तक जाने की मजबूरी थी। आज उसी मजबूरी का हल हर घर नल से जल योजना में मिल रहा है। यानि सिर्फ दशक नहीं बदला, बल्कि लोगों की ज़िंदगी बदली है। और दुनिया भी इस बात को नोट कर रही है, भारत के डेवलपमेंट मॉडल को स्वीकार रही है। आज भारत सिर्फ Nation of Dreams नहीं, बल्कि Nation That Delivers भी है।

साथियों,

जब कोई देश, अपने नागरिकों की सुविधा और समय को महत्व देता है, तब उस देश का समय भी बदलता है। यही आज हम भारत में अनुभव कर रहे हैं। मैं आपको एक उदाहरण देता हूं। पहले पासपोर्ट बनवाना कितना बड़ा काम था, ये आप जानते हैं। लंबी वेटिंग, बहुत सारे कॉम्प्लेक्स डॉक्यूमेंटेशन का प्रोसेस, अक्सर राज्यों की राजधानी में ही पासपोर्ट केंद्र होते थे, छोटे शहरों के लोगों को पासपोर्ट बनवाना होता था, तो वो एक-दो दिन कहीं ठहरने का इंतजाम करके चलते थे, अब वो हालात पूरी तरह बदल गया है, एक आंकड़े पर आप ध्यान दीजिए, पहले देश में सिर्फ 77 पासपोर्ट सेवा केंद्र थे, आज इनकी संख्या 550 से ज्यादा हो गई है। पहले पासपोर्ट बनवाने में, और मैं 2013 के पहले की बात कर रहा हूं, मैं पिछले शताब्दी की बात नहीं कर रहा हूं, पासपोर्ट बनवाने में जो वेटिंग टाइम 50 दिन तक होता था, वो अब 5-6 दिन तक सिमट गया है।

साथियों,

ऐसा ही ट्रांसफॉर्मेशन हमने बैंकिंग इंफ्रास्ट्रक्चर में भी देखा है। हमारे देश में 50-60 साल पहले बैंकों का नेशनलाइजेशन किया गया, ये कहकर कि इससे लोगों को बैंकिंग सुविधा सुलभ होगी। इस दावे की सच्चाई हम जानते हैं। हालत ये थी कि लाखों गांवों में बैंकिंग की कोई सुविधा ही नहीं थी। हमने इस स्थिति को भी बदला है। ऑनलाइन बैंकिंग तो हर घर में पहुंचाई है, आज देश के हर 5 किलोमीटर के दायरे में कोई न कोई बैंकिंग टच प्वाइंट जरूर है। और हमने सिर्फ बैंकिंग इंफ्रास्ट्रक्चर का ही दायरा नहीं बढ़ाया, बल्कि बैंकिंग सिस्टम को भी मजबूत किया। आज बैंकों का NPA बहुत कम हो गया है। आज बैंकों का प्रॉफिट, एक लाख 40 हज़ार करोड़ रुपए के नए रिकॉर्ड को पार कर चुका है। और इतना ही नहीं, जिन लोगों ने जनता को लूटा है, उनको भी अब लूटा हुआ धन लौटाना पड़ रहा है। जिस ED को दिन-रात गालियां दी जा रही है, ED ने 22 हज़ार करोड़ रुपए से अधिक वसूले हैं। ये पैसा, कानूनी तरीके से उन पीड़ितों तक वापिस पहुंचाया जा रहा है, जिनसे ये पैसा लूटा गया था।

साथियों,

Efficiency से गवर्नमेंट Effective होती है। कम समय में ज्यादा काम हो, कम रिसोर्सेज़ में अधिक काम हो, फिजूलखर्ची ना हो, रेड टेप के बजाय रेड कार्पेट पर बल हो, जब कोई सरकार ये करती है, तो समझिए कि वो देश के संसाधनों को रिस्पेक्ट दे रही है। और पिछले 11 साल से ये हमारी सरकार की बड़ी प्राथमिकता रहा है। मैं कुछ उदाहरणों के साथ अपनी बात बताऊंगा।

|

साथियों,

अतीत में हमने देखा है कि सरकारें कैसे ज्यादा से ज्यादा लोगों को मिनिस्ट्रीज में accommodate करने की कोशिश करती थीं। लेकिन हमारी सरकार ने अपने पहले कार्यकाल में ही कई मंत्रालयों का विलय कर दिया। आप सोचिए, Urban Development अलग मंत्रालय था और Housing and Urban Poverty Alleviation अलग मंत्रालय था, हमने दोनों को मर्ज करके Housing and Urban Affairs मंत्रालय बना दिया। इसी तरह, मिनिस्ट्री ऑफ ओवरसीज़ अफेयर्स अलग था, विदेश मंत्रालय अलग था, हमने इन दोनों को भी एक साथ जोड़ दिया, पहले जल संसाधन, नदी विकास मंत्रालय अलग था, और पेयजल मंत्रालय अलग था, हमने इन्हें भी जोड़कर जलशक्ति मंत्रालय बना दिया। हमने राजनीतिक मजबूरी के बजाय, देश की priorities और देश के resources को आगे रखा।

साथियों,

हमारी सरकार ने रूल्स और रेगुलेशन्स को भी कम किया, उन्हें आसान बनाया। करीब 1500 ऐसे कानून थे, जो समय के साथ अपना महत्व खो चुके थे। उनको हमारी सरकार ने खत्म किया। करीब 40 हज़ार, compliances को हटाया गया। ऐसे कदमों से दो फायदे हुए, एक तो जनता को harassment से मुक्ति मिली, और दूसरा, सरकारी मशीनरी की एनर्जी भी बची। एक और Example GST का है। 30 से ज्यादा टैक्सेज़ को मिलाकर एक टैक्स बना दिया गया है। इसको process के, documentation के हिसाब से देखें तो कितनी बड़ी बचत हुई है।

साथियों,

सरकारी खरीद में पहले कितनी फिजूलखर्ची होती थी, कितना करप्शन होता था, ये मीडिया के आप लोग आए दिन रिपोर्ट करते थे। हमने, GeM यानि गवर्नमेंट ई-मार्केटप्लेस प्लेटफॉर्म बनाया। अब सरकारी डिपार्टमेंट, इस प्लेटफॉर्म पर अपनी जरूरतें बताते हैं, इसी पर वेंडर बोली लगाते हैं और फिर ऑर्डर दिया जाता है। इसके कारण, भ्रष्टाचार की गुंजाइश कम हुई है, और सरकार को एक लाख करोड़ रुपए से अधिक की बचत भी हुई है। डायरेक्ट बेनिफिट ट्रांसफर- DBT की जो व्यवस्था भारत ने बनाई है, उसकी तो दुनिया में चर्चा है। DBT की वजह से टैक्स पेयर्स के 3 लाख करोड़ रुपए से ज्यादा, गलत हाथों में जाने से बचे हैं। 10 करोड़ से ज्यादा फर्ज़ी लाभार्थी, जिनका जन्म भी नहीं हुआ था, जो सरकारी योजनाओं का फायदा ले रहे थे, ऐसे फर्जी नामों को भी हमने कागजों से हटाया है।

साथियों,

 

हमारी सरकार टैक्स की पाई-पाई का ईमानदारी से उपयोग करती है, और टैक्सपेयर का भी सम्मान करती है, सरकार ने टैक्स सिस्टम को टैक्सपेयर फ्रेंडली बनाया है। आज ITR फाइलिंग का प्रोसेस पहले से कहीं ज्यादा सरल और तेज़ है। पहले सीए की मदद के बिना, ITR फाइल करना मुश्किल होता था। आज आप कुछ ही समय के भीतर खुद ही ऑनलाइन ITR फाइल कर पा रहे हैं। और रिटर्न फाइल करने के कुछ ही दिनों में रिफंड आपके अकाउंट में भी आ जाता है। फेसलेस असेसमेंट स्कीम भी टैक्सपेयर्स को परेशानियों से बचा रही है। गवर्नेंस में efficiency से जुड़े ऐसे अनेक रिफॉर्म्स ने दुनिया को एक नया गवर्नेंस मॉडल दिया है।

साथियों,

पिछले 10-11 साल में भारत हर सेक्टर में बदला है, हर क्षेत्र में आगे बढ़ा है। और एक बड़ा बदलाव सोच का आया है। आज़ादी के बाद के अनेक दशकों तक, भारत में ऐसी सोच को बढ़ावा दिया गया, जिसमें सिर्फ विदेशी को ही बेहतर माना गया। दुकान में भी कुछ खरीदने जाओ, तो दुकानदार के पहले बोल यही होते थे – भाई साहब लीजिए ना, ये तो इंपोर्टेड है ! आज स्थिति बदल गई है। आज लोग सामने से पूछते हैं- भाई, मेड इन इंडिया है या नहीं है?

साथियों,

आज हम भारत की मैन्युफैक्चरिंग एक्सीलेंस का एक नया रूप देख रहे हैं। अभी 3-4 दिन पहले ही एक न्यूज आई है कि भारत ने अपनी पहली MRI मशीन बना ली है। अब सोचिए, इतने दशकों तक हमारे यहां स्वदेशी MRI मशीन ही नहीं थी। अब मेड इन इंडिया MRI मशीन होगी तो जांच की कीमत भी बहुत कम हो जाएगी।

|

साथियों,

आत्मनिर्भर भारत और मेक इन इंडिया अभियान ने, देश के मैन्युफैक्चरिंग सेक्टर को एक नई ऊर्जा दी है। पहले दुनिया भारत को ग्लोबल मार्केट कहती थी, आज वही दुनिया, भारत को एक बड़े Manufacturing Hub के रूप में देख रही है। ये सक्सेस कितनी बड़ी है, इसके उदाहरण आपको हर सेक्टर में मिलेंगे। जैसे हमारी मोबाइल फोन इंडस्ट्री है। 2014-15 में हमारा एक्सपोर्ट, वन बिलियन डॉलर तक भी नहीं था। लेकिन एक दशक में, हम ट्वेंटी बिलियन डॉलर के फिगर से भी आगे निकल चुके हैं। आज भारत ग्लोबल टेलिकॉम और नेटवर्किंग इंडस्ट्री का एक पावर सेंटर बनता जा रहा है। Automotive Sector की Success से भी आप अच्छी तरह परिचित हैं। इससे जुड़े Components के एक्सपोर्ट में भी भारत एक नई पहचान बना रहा है। पहले हम बहुत बड़ी मात्रा में मोटर-साइकल पार्ट्स इंपोर्ट करते थे। लेकिन आज भारत में बने पार्ट्स UAE और जर्मनी जैसे अनेक देशों तक पहुंच रहे हैं। सोलर एनर्जी सेक्टर ने भी सफलता के नए आयाम गढ़े हैं। हमारे सोलर सेल्स, सोलर मॉड्यूल का इंपोर्ट कम हो रहा है और एक्सपोर्ट्स 23 गुना तक बढ़ गए हैं। बीते एक दशक में हमारा डिफेंस एक्सपोर्ट भी 21 गुना बढ़ा है। ये सारी अचीवमेंट्स, देश की मैन्युफैक्चरिंग इकोनॉमी की ताकत को दिखाती है। ये दिखाती है कि भारत में कैसे हर सेक्टर में नई जॉब्स भी क्रिएट हो रही हैं।

साथियों,

TV9 की इस समिट में, विस्तार से चर्चा होगी, अनेक विषयों पर मंथन होगा। आज हम जो भी सोचेंगे, जिस भी विजन पर आगे बढ़ेंगे, वो हमारे आने वाले कल को, देश के भविष्य को डिजाइन करेगा। पिछली शताब्दी के इसी दशक में, भारत ने एक नई ऊर्जा के साथ आजादी के लिए नई यात्रा शुरू की थी। और हमने 1947 में आजादी हासिल करके भी दिखाई। अब इस दशक में हम विकसित भारत के लक्ष्य के लिए चल रहे हैं। और हमें 2047 तक विकसित भारत का सपना जरूर पूरा करना है। और जैसा मैंने लाल किले से कहा है, इसमें सबका प्रयास आवश्यक है। इस समिट का आयोजन कर, TV9 ने भी अपनी तरफ से एक positive initiative लिया है। एक बार फिर आप सभी को इस समिट की सफलता के लिए मेरी ढेर सारी शुभकामनाएं हैं।

मैं TV9 को विशेष रूप से बधाई दूंगा, क्योंकि पहले भी मीडिया हाउस समिट करते रहे हैं, लेकिन ज्यादातर एक छोटे से फाइव स्टार होटल के कमरे में, वो समिट होती थी और बोलने वाले भी वही, सुनने वाले भी वही, कमरा भी वही। TV9 ने इस परंपरा को तोड़ा और ये जो मॉडल प्लेस किया है, 2 साल के भीतर-भीतर देख लेना, सभी मीडिया हाउस को यही करना पड़ेगा। यानी TV9 Thinks Today वो बाकियों के लिए रास्ता खोल देगा। मैं इस प्रयास के लिए बहुत-बहुत अभिनंदन करता हूं, आपकी पूरी टीम को, और सबसे बड़ी खुशी की बात है कि आपने इस इवेंट को एक मीडिया हाउस की भलाई के लिए नहीं, देश की भलाई के लिए आपने उसकी रचना की। 50,000 से ज्यादा नौजवानों के साथ एक मिशन मोड में बातचीत करना, उनको जोड़ना, उनको मिशन के साथ जोड़ना और उसमें से जो बच्चे सिलेक्ट होकर के आए, उनकी आगे की ट्रेनिंग की चिंता करना, ये अपने आप में बहुत अद्भुत काम है। मैं आपको बहुत बधाई देता हूं। जिन नौजवानों से मुझे यहां फोटो निकलवाने का मौका मिला है, मुझे भी खुशी हुई कि देश के होनहार लोगों के साथ, मैं अपनी फोटो निकलवा पाया। मैं इसे अपना सौभाग्य मानता हूं दोस्तों कि आपके साथ मेरी फोटो आज निकली है। और मुझे पक्का विश्वास है कि सारी युवा पीढ़ी, जो मुझे दिख रही है, 2047 में जब देश विकसित भारत बनेगा, सबसे ज्यादा बेनिफिशियरी आप लोग हैं, क्योंकि आप उम्र के उस पड़ाव पर होंगे, जब भारत विकसित होगा, आपके लिए मौज ही मौज है। आपको बहुत-बहुत शुभकामनाएं।

धन्यवाद।