Quoteନବନିର୍ମିତ ରାୟପୁରସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଣ୍ଟ ପ୍ରତିଷ୍ଠାନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶ ପାଇଁ ଉତ୍ସର୍ଗ
Quoteକୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ପ୍ରଧାନମନ୍ତ୍ରୀ ପ୍ରଦାନ କଲେ ଗ୍ରୀନ କ୍ୟାମ୍ପସ ପୁରସ୍କାର
Quote“କୃଷକ ଓ କୃଷି ସୁରକ୍ଷା ବଳୟ ମଧ୍ୟରେ ରହିଲେ ଉଭୟଙ୍କ ଦ୍ରୁତ ଅଭିବୃଦ୍ଧି”
Quote“ବିଜ୍ଞାନ ସରକାର ଓ ସମାଜ ଯେତେବେଳେ ମିଳିମିଶି କାର୍ଯ୍ୟ କରନ୍ତି, ସେତେବେଳେ ଫଳାଫଳ ଭଲ ହୋଇଥାଏ । ନୂତନ ଆହ୍ୱାନର ମୁକାବିଲା ଦିଗରେ ଚାଷୀ ଓ ବିଜ୍ଞାନୀଙ୍କ ମଧ୍ୟରେ ଏହି ସମନ୍ୱୟ ଦେଶକୁ ଶକ୍ତିଶାଳୀ କରିବ।”
Quote“ଚାଷୀମାନଙ୍କୁ କେବଳ ଶସ୍ୟଭିତ୍ତିକ ଆୟରୁ ଆଗକୁ ନେଇ ଅନ୍ୟାନ୍ୟ ମୂଲ୍ୟଯୁକ୍ତ ବିକଳ୍ପ ଚାଷ ବ୍ୟବସ୍ଥା ଦ୍ୱାରା ଆୟବୃଦ୍ଧି ପାଇଁ ଚେଷ୍ଟା କରାଯାଉଛି ।”
Quote“ଆମର ପ୍ରାଚୀନ ଚାଷ ପରମ୍ପରା ସହ ଭବିଷ୍ୟତରେ ଆଗକୁ ବଢିବା ମଧ୍ୟ ସମାନଭାବେ ଗୁରୁତ୍ୱପୂର୍ଣ୍ଣ”

 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି  ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍‌ବୋଧନ ଦେଇଥିଲେ ।

|

ଜମ୍ମୁ ଓ କଶ୍ମୀର ରାଜ୍ୟର ଗନ୍ଦରବାଲସ୍ଥିତ ଶ୍ରୀମତୀ ଜୟତୁନ ବେଗମଙ୍କ ସହ କଥାବାର୍ତ୍ତା କାଳରେ ପ୍ରଧାନମନ୍ତ୍ରୀ ଶ୍ରୀମତୀ ବେଗମ୍ କିପରି ଅତ୍ୟାଧୁନିକ କୃଷି ପଦ୍ଦତି ପ୍ରୟୋଗ କରି ଅନ୍ୟାନ୍ୟ ଚାଷୀମାନଙ୍କୁ ତାଲିମ ଦେବା ସହ ଉପତ୍ୟକାରେ ବାଳିକା ଶିକ୍ଷାକୁ ଆଗେଇ ନେବା ବିଷୟ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ କ୍ରୀଡାରେ ମଧ୍ୟ ଜମ୍ମୁ ଓ କଶ୍ମୀରର ଝିଅମାନେ ଉନ୍ନତ ପ୍ରଦର୍ଶନ କରୁଛନ୍ତି । ସେ କହିଥିଲେ ଯେ ଅଳ୍ପ ଜମି ଥିବା ଚାଷୀମାନଙ୍କ ପ୍ରତି ସରକାର ଅଗ୍ରାଧିକାର ଦେଉଛନ୍ତି ଓ ସେମାନେ ଏହାର ସୁବିଧା ସିଧାସଳଖ ପାଉଛନ୍ତି । ଉତ୍ତରପ୍ରଦେଶ ବୁଲନ୍ଦ ସହରର ଜନୈକ ଚାଷୀ କୁଲୱନ୍ତ ସିଂଙ୍କୁ ପ୍ରଧାନମନ୍ତ୍ରୀ ସେ ଦିଗରେ କିପରି  ବିଭିନ୍ନ କିସମର ବିହନ ଉତ୍ପାଦନ କରୁଛନ୍ତି ବୋଲି ପଚାରିଥିଲେ । ପ୍ରଧାନମନ୍ତ୍ରୀ ତାଙ୍କୁ କୃଷି ପ୍ରତିଷ୍ଠାନ ପୁଷାର ବୈଜ୍ଞାନିକମାନଙ୍କ ସହ ଆଲୋଚନା ଯୋଗୁଁ କି ପ୍ରକାର ସଫଳତା ହାସଲ ହୋଇଛି ପଚାରିଥିଲେ । ଚାଷୀଙ୍କ ଦ୍ୱାରା ନିଜ ଶସ୍ୟର ପ୍ରକ୍ରିୟାକରଣ ପାଇଁ ଏହାର ପ୍ରଶଂସା କରିଥିଲେ । ବଜାର ସୁବିଧା, ଉନ୍ନତ ମାନର ବିହନ, ମୃତ୍ତିକା ସ୍ୱାସ୍ଥ୍ୟକାର୍ଡ ଇତ୍ୟାଦି ଦ୍ୱାରା ସରକାର ଚାଷୀମାନଙ୍କ ଉତ୍ତମ ମୂଲ୍ୟ ଦେବା ପାଇଁ ଉଦ୍ୟମ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

|

ପ୍ରଧାନମନ୍ତ୍ରୀ ଗୋଆ, ବାର୍ଡେଜର ଶ୍ରୀମତୀ ଦର୍ଶନା ପେଦେଙ୍କରଙ୍କୁ ସେ କିପରି ବିବିଧ ଫସଲ ଉତ୍ପାଦନ କରିବା ସହ ପଶୁପାଳନ କରୁଥିବା ପଚାରିଥିଲେ । ସେ ନଡିଆ ଚାଷୀଙ୍କ ଲାଭ ଉପରେ ମଧ୍ୟ ପଚାରିଥିଲେ । ମହିଳା ଚାଷୀ ଉଦ୍ୟୋଗପତି ଭାବେ ଉଭା ହେଉଥିବାରୁ ଶ୍ରୀ ମୋଦୀ ଏଥିରେ ସନ୍ତୋଷବ୍ୟକ୍ତ କରିଥିଲେ ।

ମଣିପୁରର ଶ୍ରୀ ଥୋଇବା ସିଂଙ୍କ ସହ କଥାବାର୍ତ୍ତାବେଳେ ପ୍ରଧାନମନ୍ତ୍ରୀ ସଶସ୍ତ୍ର ସେନାରୁ ଅବସର ଗ୍ରହଣ ପରେ ଚାଷରେ ମନୋନିବଶେ କରିଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ । ସେ କୃଷି ସହ ମତ୍ସ୍ୟପାଳନ ଓ ଅନ୍ୟାନ୍ୟ କୃଷି କାର୍ଯ୍ୟ କରୁଥିବାରୁ ପ୍ରଧାନମନ୍ତ୍ରୀ ତା’ର ପ୍ରଶଂସା କରି ଜୟଜବାନ, ଜୟକିଶାନ, ଜୟ ବିଜ୍ଞାନର ଉଦାହରଣ ଦେଇଥିଲେ ।

ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡ ଉଦାମସିଂହ ନଗରର ଶ୍ରୀ ସୁରେଶ ରାଣାଙ୍କୁ କିପରି ସେ ଫସଲ ଆରମ୍ଭ କଲେ ପଚାରିଥିଲେ । ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡର ଚାଷୀମାନେ କୃଷି ଉତ୍ପାଦକ ସଂଘ(ଏଫପିଓ) ପରାମର୍ଶ ମାନି କାର୍ଯ୍ୟ କରୁଥିବାରୁ ଅଭିନନ୍ଦନ ଜଣାଇବା ସହ କୃଷକମାନେ ମିଳିମିଶି କାମ କଲେ ଲାଭାନ୍ୱିତ ହେବେ ବୋଲି କହିଥିଲେ। ସରକାର କୃଷକଙ୍କୁ ସମସ୍ତ ଅର୍ଥ ଓ ଭିତ୍ତିଭୂମି ଯୋଗାଇବାକୁ ଚେଷ୍ଟା କରୁଛନ୍ତି ବୋଲି କହିଥିଲେ ।

|

            ପ୍ରଧାନମନ୍ତ୍ରୀ କହିଥିଲେ ଯେ ଗତ ଛଅ/ସାତବର୍ଷ ମଧ୍ୟରେ କୃଷିରେ ଥିବା ଆହ୍ୱାନଗୁଡିକର ମୁକାବିଲା ନିମନ୍ତେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ବହୁଳ ଉପଯୋଗ କରାଯାଉଛି । ଆମେ ନୂତନ ପରିସ୍ଥିତିକୁ ସୁହାଇଲା ଭଳି ଅଧିକ ପୌଷ୍ଟିକ ବିହନ, ବିଶେଷକରି ଜଳବାୟୁ ଭିତ୍ତିକ ପରିବର୍ତ୍ତନରେ ଦେବା ପାଇଁ ପ୍ରାଧାନ୍ୟ ଦେଉଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

            କରୋନା ବୈଶ୍ୱିକ ମହାମାରୀ କାଳରେ କିପରି ଗତବର୍ଷ ଅନେକ ରାଜ୍ୟରେ ପଙ୍ଗପାଳ ଆକ୍ରମଣ ହୋଇଥିଲା ତାହାର ସ୍ମୃତିଚାରଣ କରିଥିଲେ । ଚାଷୀମାନେ ଘୋର କ୍ଷତିର ସମ୍ମୁଖୀନ ହେବା ପୂର୍ବରୁ ଭାରତ ପ୍ରଗାଢ ଉଦ୍ୟମ କରି ଏହି ପରିସ୍ଥିତିରୁ ଚାଷୀମାନଙ୍କୁ ରକ୍ଷା କରିପାରିଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ଚାଷ ଏବଂ ଚାଷୀ ସୁରକ୍ଷା ଜାଲ ଭିତରେ ରହନ୍ତି ସେତେବେଳେ ସେମାନଙ୍କ ଅଭିବୃଦ୍ଧି ମଧ୍ୟ ଦୃତ ହୋଇଥାଏ । ଜମିର ସୁରକ୍ଷା ପାଇଁ ୧୧କୋଟି ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡଜାରୀ କରାଯାଇଛି । ଚାଷୀଙ୍କୁ ସୁହାଇଲା ଭଳି ଶହେଟି ବାକି ପଡିଥିବା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଶେଷ କରି ଚାଷୀମାନଙ୍କୁ ପାଣି ଯୋଗାଇବା ସହ, ଶସ୍ୟ ସୁରକ୍ଷା କରି ଅଧିକ ଅମଳ ପାଇବା ପାଇଁ  ଉନ୍ନତ କିସମର ବିହନ ଯୋଗାଇ ଦିଆଯାଉଛି । ନ୍ୟୁନତମ ସହାୟକ ମୂଲ୍ୟ ବୃଦ୍ଧି ସହ ଶସ୍ୟ ସଂଗ୍ରହ ପ୍ରକ୍ରିୟାକୁ ମଧ୍ୟ ଅଧିକ ଉନ୍ନତ କରାଯାଇଛି । ଏହା ଚାଷୀଙ୍କୁ ବେଶ୍ ସୁହାଉଛି । ରବି  ଋତୁରେ ୪୩୦ ଲକ୍ଷ ଟନ୍ ଗହମ ସଂଗ୍ରହ କରାଯାଇ ଚାଷୀମାନଙ୍କୁ ୮୫ହଜାର କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ବୈଶ୍ୱିକ ମହାମାରୀ କାଳରେ ଗହମ ସଂଗ୍ରହ କେନ୍ଦ୍ର ତିନିଗୁଣ ବୃଦ୍ଧି କରାଯାଇଥିବା ପ୍ରଧାନମନ୍ତ୍ରୀ ପ୍ରକାଶ କରିଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଚାଷୀମାନଙ୍କୁ ପ୍ରଯୁକ୍ତିଜ୍ଞାନ ଓ ସହ ଯୋଡିବା ଯୋଗୁଁ ସେମାନେ ବ୍ୟାଙ୍କରୁ ଋଣ ପାଇପାରୁଛନ୍ତି । ଆଜିକାଲି ଚାଷୀମାନେ ପାଣିପାଗ ଖବର ମଧ୍ୟ ସହଜରେ ପାଇପାରୁଛନ୍ତି । ନିକଟରେ ଦୁଇକୋଟିରୁ ଅଧିକ ଚାଷୀ ପରିବାଙ୍କୁ କିଶାନ କ୍ରେଡିଟ୍ କାର୍ଡ ଯୋଗାଇ ଦିଆଯାଇଛି

|

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜଳବାୟୁ ପରିବର୍ତ୍ତନ ଯୋଗୁ ନୂଆ ନୂଆ ରୋଗ, କୀଟପତଙ୍କ ଓ ମହାମାରୀଦେଖାଦେଉଛି । ଯାହାକି ମାନବ ସମାଜ ସହିତ ଗୃହପାଳିତ ପଶୁ ଓ ଫସଲ ପାଇଁ ଚିନ୍ତାର କାରଣ ପାଲଟିଛି ।ଏଥିନେଇ ସୁଦୀର୍ଘ ଗବେଷଣାର ଆବଶ୍ୟକତା ରହିଛି । ଯେତେବେଳେ ବିଜ୍ଞାନ ଓ ସମାଜ ଏକାଠି କାର୍ଯ୍ୟ କରିବେ ଫଳାଫଳ ମଧ୍ୟ ଭଲ ହେବ । କୃଷକ ଓ ବିଜ୍ଞାନୀଙ୍କ ଯୋଗସୂତ୍ର ସ୍ଥାପନ ହେଲେ ତାହା ନୂତନ ଆହ୍ୱାନର ସମ୍ମୁଖୀନ ହେବା ସହ ଦେଶକୁ ଶକ୍ତି ମଧ୍ୟ ପ୍ରଦାନ କରିବ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଚାଷୀମାନଙ୍କୁ କେବଳ ଫସଲ ଛାଡି ଅନ୍ୟ ଅଧିକ ଲାଭ ପ୍ରଦାନକାରୀ କାର୍ଯ୍ୟ ପାଇଁ ପ୍ରୋତ୍ସାହନ ଦିଆଯାଉଛି । ବିଜ୍ଞାନ ଓ ଗବେଷଣା ଦ୍ୱାରା ବାଜରା ଜାତୀୟ ଶସ୍ୟ ଅଧିକ ଉତ୍ପାଦନର ଆବଶ୍ୟକତା ରହିଛି । ଏହାର ଉଦ୍ଦେଶ୍ୟ ହେଲା ସ୍ଥାନୀୟ ଆବଶ୍ୟକତା ଅନୁସାରେ  ଉତ୍ପାଦନ ଦେଶର ଅନ୍ୟାନ୍ୟ ସ୍ଥାନରେ କରାଯାଇପାରିବ । ଆସନ୍ତାବର୍ଷକୁ ଜାତିସଂଘ ଆନ୍ତର୍ଜାତୀୟ ବାଜରା ବର୍ଷ ଘୋଷଣା କରିଥିବାରୁ ଚାଷୀମାନେ  ଏହାର ସୁଯୋଗ ନେବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଥିଲେ ।

            ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆମର ପ୍ରାଚୀନ ଚାଷ ପରମ୍ପରା ସହ ଭବିଷ୍ୟତରେ ଆଗକୁ ବଢିବା ମଧ୍ୟଖୁବ୍ ଗୁରୁତ୍ୱପୂର୍ଣ୍ଣ । ଭବିଷ୍ୟତ ଚାଷ ପାଇଁ ଆଧୁନିକ ପ୍ରଯୁକ୍ତିବିଜ୍ଞାନ ଓ ନୂଆ ଚାଷ ଉପକରଣ ମୁଖ୍ୟ ଆୟୁଧ ହେବ । “ଆଧୁନିକ କୃଷି ଯନ୍ତ୍ରପାତି ଓ ଅନ୍ୟାନ୍ୟ ଉପକରଣର ବ୍ୟବହାର ଆଦି ତାର ସଫଳତା ଦର୍ଶାଉଛି” ବୋଲି ଶ୍ରୀ ମୋଦି କହିଛନ୍ତି ।

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

  • krishangopal sharma Bjp February 15, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹
  • krishangopal sharma Bjp February 15, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷
  • krishangopal sharma Bjp February 15, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹
  • krishangopal sharma Bjp February 15, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷
  • krishangopal sharma Bjp February 15, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹
  • Shiv Kumar Saini December 29, 2024

    🙏🙏
  • D Vigneshwar September 12, 2024

    🙏🙏🙏
  • Reena chaurasia September 03, 2024

    ram
  • Madhusmita Baliarsingh June 25, 2024

    Prime Minister Narendra Modi has consistently emphasized the importance of farmers' welfare in India. Through initiatives like the PM-KISAN scheme, soil health cards, and increased MSP for crops, the government aims to enhance agricultural productivity and support the livelihoods of millions of farmers. #FarmersFirst #ModiWithFarmers #AgriculturalReforms
  • Ram Raghuvanshi February 26, 2024

    Jay shree Ram
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Centre announces $1 bn fund for creators' economy ahead of WAVES summit

Media Coverage

Centre announces $1 bn fund for creators' economy ahead of WAVES summit
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 14, 2025
March 14, 2025

Appreciation for Viksit Bharat: PM Modi’s Leadership Redefines Progress and Prosperity