୨୦୨୩ ଡିସେମ୍ବର ୧୪ରେ ପୁନେର ଏସ୍ପି କଲେଜରେ ସବୁଠୁ ବଡ଼ ଶିକ୍ଷାଗତ ଗତିବିଧିରେ ଗିନିଜ୍ ୱାର୍ଲ୍ଡ ରେକର୍ଡକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ଏଠାରେ ୩,୦୬୬ ପିତାମାତା କାହାଣୀ ଶୁଣାଇବା ମାଧ୍ୟମରେ ସମାଜରେ ପଢ଼ିବା ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ନିଜ ପିଲାମାନଙ୍କୁ ପଢ଼ାଇଥିଲେ ।
ନ୍ୟାସନାଲ ବୁକ୍ ଟ୍ରଷ୍ଟର ଏକ ଏକ୍ସ ପୋଷ୍ଟ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି:
‘ପଢ଼ିବାର ଖୁସିକୁ ପ୍ରସାର କରିବା ଦିଗରେ ପ୍ରଶଂସନୀୟ ପଦକ୍ଷେପ । ଏଥିରେ ସାମିଲ ହୋଇଥିବା ଲୋକଙ୍କୁ ପ୍ରଶଂସା ।’
Commendable effort to spread the joys of reading. Compliments to those involved. https://t.co/6k754cegyv
— Narendra Modi (@narendramodi) December 14, 2023