ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଇଜେରିଆର ମରାଠୀ ସମ୍ପ୍ରଦାୟକୁ ସେମାନଙ୍କର ସଂସ୍କୃତି ଏବଂ ମୂଳ ସହ ଜଡିତ ରହିଥିବାରୁ ପ୍ରଶଂସା କରିଥିଲେ । ମରାଠୀ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦିଆଯିବା ଉପରେ ନାଇଜେରିଆର ମରାଠୀ ସମ୍ପ୍ରଦାୟ ପକ୍ଷରୁ ଖୁସି ବ୍ୟକ୍ତ କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ଏହି ପ୍ରଶଂସା କରିଥିଲେ ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

“ନାଇଜେରିଆରେ ମରାଠୀ ସମ୍ପ୍ରଦାୟ ମରାଠୀ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦିଆଯିବା ଉପରେ ଆନନ୍ଦ ପ୍ରକାଶ କରିଥିଲେ । ସେମାନେ କିପରି ସେମାନଙ୍କର ସଂସ୍କୃତି ଏବଂ ମୂଳ ସହିତ ଜଡିତ ରହିଛନ୍ତି, ତାହା ପ୍ରକୃତରେ ପ୍ରଶଂସନୀୟ।”

 

  • Vivek Kumar Gupta January 06, 2025

    नमो ..🙏🙏🙏🙏🙏
  • Vivek Kumar Gupta January 06, 2025

    नमो ....................🙏🙏🙏🙏🙏
  • கார்த்திக் December 08, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌹 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌹🌹 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌹🌸
  • JYOTI KUMAR SINGH December 08, 2024

    ❤❤
  • Preetam Gupta Raja December 07, 2024

    जय श्री राम
  • parveen saini December 06, 2024

    Jai ho
  • Chandrabhushan Mishra Sonbhadra December 05, 2024

    🕉️🕉️
  • Chandrabhushan Mishra Sonbhadra December 05, 2024

    🕉️
  • கார்த்திக் December 04, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌺 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌺🌺 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌺🌹
  • DEBASHIS ROY December 04, 2024

    🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳
Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
On b'day, Modi launches health outreach for women & children

Media Coverage

On b'day, Modi launches health outreach for women & children
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 18, 2025
September 18, 2025

Empowering India: Health, Growth, and Global Glory Under PM Modi