ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ସ୍ୱାଗତ କରିବାକୁ ଆଗ୍ରହୀ ।
ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି :
ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍, ଆମେ ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଆପଣଙ୍କୁ ସ୍ୱାଗତ କରିବାକୁ ଉତ୍ସାହର ସହ ଅପେକ୍ଷା କରିଛୁ । ଆମେ ଭାରତ - ଫ୍ରାନ୍ସ ରଣନୈତିକ ଭାଗିଦାରୀ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧରେ ମିଳିତ ବିଶ୍ୱାସକୁ ମଧ୍ୟ ପାଳନ କରିବୁ । ଖୁବ୍ ଶୀଘ୍ର ଦେଖାହେବ ! "
ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍, ଆମେ ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଆପଣଙ୍କୁ ସ୍ୱାଗତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛୁ । ଆମେ ଭାରତ - ଫ୍ରାନ୍ସ ରଣନୈତିକ ଭାଗିଦାରୀ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧରେ ମିଳିତ ବିଶ୍ୱାସକୁ ମଧ୍ୟ ପାଳନ କରିବୁ । ଖୁବ୍ ଶୀଘ୍ର ଦେଖାହେବ ! https://t.co/jvzvOY2NNa
My Dear Friend President @EmmanuelMacron, we eagerly look forward to receiving you as the Chief Guest at the 75th Republic Day. We will also celebrate India- France strategic partnership and shared belief in democratic values. Bientôt ! https://t.co/jvzvOY2NNa
— Narendra Modi (@narendramodi) December 22, 2023