ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଶ୍ରୀମତି ଦୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :
“ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।”
PM @narendramodi met President Droupadi Murmu and conveyed Diwali greetings. @rashtrapatibhvn pic.twitter.com/oZLpDf4xR9
— PMO India (@PMOIndia) October 31, 2024