ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ରେ ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ବ୍ରାଜିଲ ରାଷ୍ଟ୍ରପତି ଶ୍ରୀ ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ଭେଟିଛନ୍ତି । ବ୍ରାଜିଲର ଜି-୨୦ ଏବଂ ଆଇବିଏସଏ ଅଧ୍ୟକ୍ଷତାର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ରାଷ୍ଟ୍ରପତି ଲୁଲାଙ୍କୁ ତାଙ୍କ ଆତିଥେୟତା ପାଇଁ ଧନ୍ୟବାଦ ଜଣାଇଥିଲେ । ଦାରିଦ୍ୟ ଓ ବୁଭୁକ୍ଷୁତା ବିରୋଧରେ ବୈଶ୍ୱିକ ମେଣ୍ଟ ପ୍ରତିଷ୍ଠା ଦିଗରେ ବ୍ରାଜିଲର ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହ ଭାରତର ଦୃଢ଼ ସମର୍ଥନ ଜଣାଇଥିଲେ । ଜି-୨୦ ଟ୍ରୋଇକା ସଦସ୍ୟ ଭାବେ    ପ୍ରଧାନମନ୍ତ୍ରୀ ଜି-୨୦ରେ ବ୍ରାଜିଲ ଦ୍ୱାରା ଆଗତ କାର୍ଯ୍ୟସୂଚୀକୁ ସମର୍ଥନ ଜଣାଇଥିଲେ । ଏହା ଶତତ ବିକାଶ ଏବଂ ବୈଶ୍ୱିକ ପ୍ରଶାସନିକ ସଂସ୍କାର, ଯାହାକି ଗ୍ଲୋବାଲ ସାଉଥର ଉଦବେଗକୁ ଗୁରୁତ୍ୱ ଦେଇଛି ସ୍ଥାନ ପାଇଛି । ଆସନ୍ତା ବର୍ଷ ବ୍ରିକ୍‌ସ ଏବଂ ସିଓପି ୩୦ରେ ବ୍ରାଜିଲର ନେତୃତ୍ୱ ପାଇଁ ସେ ଶୁଭେଚ୍ଛା ଜଣାଇବା ସହ ଭାରତର ସମ୍ପର୍ଣ୍ଣ ସହାୟତା ସକାଶେ ପ୍ରତିଶ୍ରୁତି ଦେଇଥିଲେ ।

 

|

ବୈଠକ ଅବସରରେ ଭାରତ-ବ୍ରାଜିଲ ରଣନୀତିକ ସହଭାଗିତା ବୃଦ୍ଧି କରିବାକୁ ଆଲୋଚନା ହୋଇଥିଲା । ବିଶେଷ କରି କୃଷି, ପ୍ରତିରକ୍ଷା, ଡିଜିଟାଲ ଟେକ୍ନୋଲୋଜି, ପର୍ଯ୍ୟଟନ, ଜୈବ ଇନ୍ଧନ, ଫାର୍ମାସ୍ୟୁଟିକାଲ୍ସ ଏବଂ ମହକାଶ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଥିଲା ।

 

|

ଦୁଇ ନେତା ବିଭିନ୍ନ ବୈଶ୍ୱିକ ଏବଂ ଆଞ୍ଚଳିକ ଗୁରୁତ୍ୱଥିବା ପ୍ରସଙ୍ଗରେ ଆଲୋଚନା କରିଥିଲେ ।

 

  • Yash Wilankar January 29, 2025

    Namo 🙏
  • Vivek Kumar Gupta January 18, 2025

    नमो ..🙏🙏🙏🙏🙏
  • Vivek Kumar Gupta January 18, 2025

    नमो .....................🙏🙏🙏🙏🙏
  • கார்த்திக் January 01, 2025

    🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️ 🙏🏾Wishing All a very Happy New Year 🙏 🌺🌺🌺🌺🌺🌺🌺🌺🌺🌺🌺🌺🌺🌺🌺
  • Yogendra Nath Pandey Lucknow Uttar vidhansabha December 18, 2024

    नमो नमो
  • கார்த்திக் December 08, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌹 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌹🌹 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌹🌸
  • JYOTI KUMAR SINGH December 08, 2024

    🙏
  • parveen saini December 06, 2024

    Namo
  • Chandrabhushan Mishra Sonbhadra December 05, 2024

    🕉️🕉️
  • Chandrabhushan Mishra Sonbhadra December 05, 2024

    🕉️
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
In Mann Ki Baat, PM Stresses On Obesity, Urges People To Cut Oil Consumption

Media Coverage

In Mann Ki Baat, PM Stresses On Obesity, Urges People To Cut Oil Consumption
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 24, 2025
February 24, 2025

6 Years of PM Kisan Empowering Annadatas for Success

Citizens Appreciate PM Modi’s Effort to Ensure Viksit Bharat Driven by Technology, Innovation and Research