ଗୁୟାନାର ଜର୍ଜଟାଉନରେ ନଭେମ୍ବର ୨୦ ତାରିଖରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁରିନାମ୍‌    ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରିକାପ୍ରସାଦ ସାନ୍ତୋଖୀଙ୍କୁ ଭେଟିଛନ୍ତି ।

 

|

ଦୁଇ ନେତା ଦ୍ୱିପାକ୍ଷିକ ସମ୍ପର୍କ ନେଇ ନିଆଯାଇଥିବା ପଦକ୍ଷେପର ଅଗ୍ରଗତି ବାବଦରେ ସମୀକ୍ଷା କରିଥିଲେ ଏବଂ ପ୍ରତିରକ୍ଷା ଓ ନିରାପତ୍ତା, ବ୍ୟବସାୟ ଓ ବାଣିଜ୍ୟ, କୃଷି, ଡିଜିଟାଲ ପଦକ୍ଷେପ, ୟୁପିଆଇ, ସ୍ୱାସ୍ଥ୍ୟସେବା, ଫାର୍ମାସ୍ୟୁଟିକାଲ୍ସ, ଦକ୍ଷତା ଗଠନ, ସଂସ୍କୃତି ଏବଂ ଲୋକଙ୍କ ସହ ଲୋକଙ୍କର ସମ୍ପର୍କ ବୃଦ୍ଧି ସକାଶେ ସହମତ ହୋଇଥିଲେ । ରାଷ୍ଟ୍ରପତି ସାନ୍ତୋଖୀ ସୁରିନାମର ବିକାଶରେ ଭାରତର କ୍ରମାଗତ ସହଯୋଗକୁ ପ୍ରଶଂସା କରିଥିଲେ । ବିଶେଷ କରି ଗୋଷ୍ଠୀ ବିକାଶ ପ୍ରକଳ୍ପ, ଖାଦ୍ୟ ନିରାପତ୍ତା ପଦକ୍ଷେପ ଏବଂ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡ଼ିକୁ ସହାୟତା ମିଳିଥିବା ସେ କହିଥିଲେ ।

ବିଭିନ୍ନ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗରେ ମଧ୍ୟ ଦୁଇ ନେତା ଭାବ ବିନିମୟ କରିଥିଲେ । ଜାତିସଂଘ ନିରାପତ୍ତା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ପାଇଁ ସୁରିନାମର କ୍ରମାଗତ ସମର୍ଥନ ସକାଶେ ରାଷ୍ଟ୍ରପତି ସାନ୍ତୋଖୀଙ୍କୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

 

  • Anita Bramhand choudhari January 24, 2025

    namo
  • Vivek Kumar Gupta January 21, 2025

    नमो ..🙏🙏🙏🙏🙏
  • Vivek Kumar Gupta January 21, 2025

    नमो .......................🙏🙏🙏🙏🙏
  • கார்த்திக் January 01, 2025

    🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️🏵️ 🙏🏾Wishing All a very Happy New Year 🙏 🌺🌺🌺🌺🌺🌺🌺🌺🌺🌺🌺🌺🌺🌺🌺
  • Priya Satheesh December 13, 2024

    🐯
  • ram Sagar pandey December 09, 2024

    🌹🙏🏻🌹जय श्रीराम🙏💐🌹जय श्रीकृष्णा राधे राधे 🌹🙏🏻🌹जय माता दी 🚩🙏🙏🌹🌹🙏🙏🌹🌹🌹🙏🏻🌹जय श्रीराम🙏💐🌹जय श्रीकृष्णा राधे राधे 🌹🙏🏻🌹🌹🌹🙏🙏🌹🌹
  • Preetam Gupta Raja December 09, 2024

    जय श्री राम
  • கார்த்திக் December 08, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌹 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌹🌹 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌹🌸
  • JYOTI KUMAR SINGH December 08, 2024

    namo
  • Prince Yadav December 05, 2024

    Namo
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
From record loss in 2018 to record profit: Public sector banks' dividend rises 33 pc to Rs 27,830 cr in FY24

Media Coverage

From record loss in 2018 to record profit: Public sector banks' dividend rises 33 pc to Rs 27,830 cr in FY24
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles demise of Pasala Krishna Bharathi
March 23, 2025

The Prime Minister, Shri Narendra Modi has expressed deep sorrow over the passing of Pasala Krishna Bharathi, a devoted Gandhian who dedicated her life to nation-building through Mahatma Gandhi’s ideals.

In a heartfelt message on X, the Prime Minister stated;

“Pained by the passing away of Pasala Krishna Bharathi Ji. She was devoted to Gandhian values and dedicated her life towards nation-building through Bapu’s ideals. She wonderfully carried forward the legacy of her parents, who were active during our freedom struggle. I recall meeting her during the programme held in Bhimavaram. Condolences to her family and admirers. Om Shanti: PM @narendramodi”

“పసల కృష్ణ భారతి గారి మరణం ఎంతో బాధించింది . గాంధీజీ ఆదర్శాలకు తన జీవితాన్ని అంకితం చేసిన ఆమె బాపూజీ విలువలతో దేశాభివృద్ధికి కృషి చేశారు . మన దేశ స్వాతంత్ర్య పోరాటంలో పాల్గొన్న తన తల్లితండ్రుల వారసత్వాన్ని ఆమె ఎంతో గొప్పగా కొనసాగించారు . భీమవరం లో జరిగిన కార్యక్రమంలో ఆమెను కలవడం నాకు గుర్తుంది .ఆమె కుటుంబానికీ , అభిమానులకూ నా సంతాపం . ఓం శాంతి : ప్రధాన మంత్రి @narendramodi”