ଆଜି ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେ ସଡକ ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତ୍ୟୁବରଣ କରିବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
“ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେ ସଡକ ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତ୍ୟୁବରଣ କରିଥିବା ଖବରରେ ମୁଁ ଅତ୍ୟନ୍ତ ମର୍ମାହତ । ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା”, ବୋଲି ପ୍ରଧାନମନ୍ତ୍ରୀ ଏକ ଟ୍ଵିଟ ମାଧ୍ୟମରେ କହିଛନ୍ତି ।
ସେ ଆହୁରି କହିଛନ୍ତି ଯେ, “ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।
उत्तर प्रदेश के आगरा-लखनऊ एक्सप्रेसवे पर हुई सड़क दुर्घटना से गहरा दुख पहुंचा है। इस हादसे में कई यात्रियों को अपनी जान गंवानी पड़ी है। दुख की इस घड़ी में मेरी संवेदनाएं पीड़ित परिवारों के साथ हैं। हादसे में जो घायल हुए हैं, मैं उनके शीघ्र स्वस्थ होने की कामना करता हूं: PM
— PMO India (@PMOIndia) February 13, 2020