ବିଭାଜନ ବିଭୀଷିକା ସ୍ମୃତି ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ଆଜି #PartitionHorrorsRemembranceDay ଅବସରରେ ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଓ ଆମ ଇତିହାସର ସେହି ଦୁଃଖଦ ସମୟରେ ପୀଡିତ ବ୍ୟକ୍ତିମାନଙ୍କ ସହନଶୀଳତା ତଥା ଧୈର୍ଯ୍ୟକୁ ପ୍ରଶଂସା କରୁଛି ।”
Today, on #PartitionHorrorsRemembranceDay, I pay homage to all those who lost their lives during Partition , and applaud the resilience as well as grit of all those who suffered during that tragic period of our history.
— Narendra Modi (@narendramodi) August 14, 2022