ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ୍ ବିର୍ସା ମୁଣ୍ଡାଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଭଗବାନ୍ ବିର୍ସା ମୁଣ୍ଡା ଜୀଙ୍କୁ ତାଙ୍କ ପୂଣ୍ୟତିଥିରେ କୋଟି କୋଟି ପ୍ରଣାମ । ସେ ବିଦେଶୀ ଶାସନ ବିରୋଧରେ ସଂଗ୍ରାମରେ ନିଜର ସବୁକିଛି ବଳିଦାନ ଦେଇଛନ୍ତି । ଆଦିବାସୀ ସମ୍ପ୍ରଦାୟର ବିକାଶ ପାଇଁ ତାଙ୍କର ସମର୍ପଣ ଏବଂ ସେବା ମନୋଭାବକୁ ଦେଶ ସର୍ବଦା ମନେ ରଖିବ ।”
भगवान बिरसा मुंडा जी की पुण्यतिथि पर उन्हें कोटि-कोटि नमन। उन्होंने विदेशी हुकूमत के खिलाफ संघर्ष में अपना सर्वस्व न्योछावर कर दिया। आदिवासी समुदाय के उत्थान के लिए उनके समर्पण और सेवाभाव को कृतज्ञ राष्ट्र सदैव याद रखेगा।
— Narendra Modi (@narendramodi) June 9, 2023