ମହାପରିନିର୍ବାଣ ଦିବସ ଅବସରରେ ଭାରତ ରତ୍ନ ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସଂସଦରେ ବାବାସାହେବଙ୍କୁ ପ୍ରଧାନମନ୍ତ୍ରୀ ପୁଷ୍ପାଞ୍ଜଳି ମଧ୍ୟ ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଭାରତ ରତ୍ନ ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କୁ ମହାପରିନିର୍ବାଣ ଦିବସରେ ସାଦର ଶ୍ରଦ୍ଧାଞ୍ଜଳି ।

ମହାପରିନିର୍ବାଣ ଦିବସ ଅବସରରେ ଡଃ ଆମ୍ବେଦକର ଜୀଙ୍କୁ ଶ୍ରଦ୍ଧାଞ୍ଜଳି ।” 

  • Mala Vijhani December 07, 2023

    Jai Hind Jai Bharat! Our New Bharat is framed by Our Honourable Prime Minister of Bharat Shri Narendra Modiji!! Jai Bhim!!
  • शिवकुमार गुप्ता January 13, 2022

    जय भारत
  • शिवकुमार गुप्ता January 13, 2022

    जय हिंद
  • शिवकुमार गुप्ता January 13, 2022

    जय श्री सीताराम
  • शिवकुमार गुप्ता January 13, 2022

    जय श्री राम
  • G.shankar Srivastav January 02, 2022

    जय हो
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Khadi products witnessed sale of Rs 12.02 cr at Maha Kumbh: KVIC chairman

Media Coverage

Khadi products witnessed sale of Rs 12.02 cr at Maha Kumbh: KVIC chairman
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 9, 2025
March 09, 2025

Appreciation for PM Modi’s Efforts Ensuring More Opportunities for All