ଭାରତ ରତ୍ନ ନାନାଜୀ ଦେଶମୁଖଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ନାନାଜୀ ଦେଶମୁଖ ତାଙ୍କ ଜୀବନକୁ ଦେଶର ଗ୍ରାମାଞ୍ଚଳ ଏବଂ ଆଦିବାସୀ କ୍ଷେତ୍ରର ବିକାଶ ଲାଗି ଉତ୍ସର୍ଗ କରିଥିଲେ । ତାଙ୍କ ବଳିଦାନ ଏବଂ ସେନା ସବୁ ପିଢ଼ି ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ଶ୍ରୀ ମୋଦୀ କହିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ଭାରତ ରତ୍ନ ନାନାଜୀ ଦେଶମୁଖଙ୍କ ଜୟନ୍ତୀରେ ତାଙ୍କୁ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି । ସେ ଦେଶର ଗ୍ରାମାଞ୍ଚଳ ଏବଂ ଆଦିବାସୀ କ୍ଷେତ୍ରର ବିକାଶ ଲାଗି ନିଜ ଜୀବନକୁ ଉତ୍ସର୍ଗ କରିଥିଲେ । ତାଙ୍କ ବଳିଦାନ ଏବଂ ସେନା ସବୁ ପିଢ଼ି ପ୍ରେରଣାର ଉତ୍ସ ହୋଇ ରହିବ ।’
भारत रत्न नानाजी देशमुख को उनकी जन्म-जयंती पर मेरी आदरपूर्ण श्रद्धांजलि। उन्होंने देश के गांवों और जनजातीय क्षेत्रों के विकास के लिए अपना जीवन समर्पित कर दिया। उनका त्याग और सेवा भाव हर पीढ़ी के लिए प्रेरणास्रोत बना रहेगा।
— Narendra Modi (@narendramodi) October 11, 2023