୨୦୧୯ରେ ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମନେ ପକାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ମୁଁ ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଆମ ଦେଶ ସେମାନଙ୍କ ସେବା ତଥା ବଳିଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ।’
I pay homage to the brave heroes who were martyred in Pulwama. Their service and sacrifice for our nation will always be remembered.
— Narendra Modi (@narendramodi) February 14, 2024