ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ଶ୍ରୀ ମୋଦୀ କହିଛନ୍ତି, ନିଜ ସମ୍ପୂର୍ଣ୍ଣ ଜୀବନ ମା’ ଭାରତୀର ସେବାରେ ଉତ୍ସର୍ଗ କରିଥିବା ଅନ୍ତୋଦାୟର ପ୍ରତିଷ୍ଠାତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ବ୍ୟକ୍ତିତ୍ୱ ଏବଂ କୃତିତ୍ୱ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇରହିବ ।
ପଣ୍ଡିତ ଦୀନଦୟାଲଙ୍କ ଉପରେ ପ୍ରଧାନମନ୍ତ୍ରୀ ନିଜ ବିଚାର ମଧ୍ୟ ସେୟାର କରିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ନିଜ ସମ୍ପୂର୍ଣ୍ଣ ଜୀବନ ମା’ ଭାରତୀ ସେବାରେ ଉତ୍ସର୍ଗ କରିଥିବା ଅନ୍ତୋଦାୟର ପ୍ରତିଷ୍ଠାତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ବ୍ୟକ୍ତିତ୍ୱ ଏବଂ କୃତିତ୍ୱ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇରହିବ । ତାଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ସାଦର ପ୍ରଣାମ’ ।
मां भारती की सेवा में जीवनपर्यंत समर्पित रहे अंत्योदय के प्रणेता पंडित दीनदयाल उपाध्याय जी का व्यक्तित्व और कृतित्व देशवासियों के लिए हमेशा प्रेरणास्रोत बना रहेगा। उनकी जन्म-जयंती पर उन्हें मेरा सादर नमन। pic.twitter.com/2UvRlSaEF2
— Narendra Modi (@narendramodi) September 25, 2023