ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକରଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ତ୍ୟାଗ ଓ ବଳିଦାନର ପୁରୁଷ ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକର ଜୀଙ୍କୁ ତାଙ୍କ ପୂଣ୍ୟ ତିଥି ଅବସରରେ ପ୍ରଣାମ । ମାତୃଭୂମିର ସେବା ପାଇଁ ତାଙ୍କର ଉତ୍ସର୍ଗୀକୃତ ଜୀବନ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ।”
त्याग और तप की प्रतिमूर्ति महान स्वतंत्रता सेनानी वीर सावरकर जी को उनकी पुण्यतिथि पर सादर नमन। मातृभूमि की सेवा में समर्पित उनका जीवन देशवासियों के लिए हमेशा प्रेरणास्रोत बना रहेगा।
— Narendra Modi (@narendramodi) February 26, 2022