ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୫ତମ ଗଣତନ୍ତ୍ର ଦିବସ ଉତ୍ସବରେ ଇଜିପ୍ଟର କରିମାନଙ୍କ ଦେଶପ୍ରେମୀ ଗୀତ "ଦେଶ ରଙ୍ଗିଲା" ର ପରିବେଷଣକୁ ପ୍ରଶଂସା କରିଛନ୍ତି। ସେ ମଧ୍ୟ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
This rendition by Kariman from Egypt is melodious! I congratulate her for this effort and wish her the very best for her future endeavours. https://t.co/I1mbVZuG8c
— Narendra Modi (@narendramodi) January 29, 2024
A young Egyptian girl Kariman presented a patriotic song "Desh Rangeela" during 75th #RepublicDay celebrations at 'India House'. Her melodious singing and correct intonation impressed the large gathering of Indians and Egyptians. @MEAIndia @IndianDiplomacy @MinOfCultureGoI pic.twitter.com/7mQiZY4Q77
— India in Egypt (@indembcairo) January 28, 2024