ଡଃ ମନମୋହନ ସିଂହ ଜୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଡଃ ମନମୋହନ ସିଂହ ଜୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦ୍ରୁତ ଆରୋଗ୍ୟ କାମନା କରୁଛି ।”
I pray for the good health and speedy recovery of Dr. Manmohan Singh Ji.
— Narendra Modi (@narendramodi) October 14, 2021