Quoteସମାଜ ପାଇଁ ଥିବା ତାଙ୍କ ଦୃଷ୍ଟିକୋଣ ଅନୁଯାୟୀ ସର୍ବଦା ଆମେ କାମ କରିବୁ: ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱାମୀ ସମର୍ଥଙ୍କ ଏକ ସ୍ମୃତି ଫଳକ ଗ୍ରହଣ କରିଛନ୍ତି । ଆମ ସମାଜ ପ୍ରତି ଥିବା ତାଙ୍କ ଦୃଷ୍ଟିକୋଣ ଅନୁଯାୟୀ ସରକାର ସର୍ବଦା କାମ କରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

“आज स्वामी समर्थ यांचे स्मृतिचिन्ह भेट म्हणून स्विकारण्याचे भाग्य मला लाभले. हे मी कायम जपणार आहे... त्यांचे उदात्त विचार आणि शिकवण कोट्यवधी लोकांना प्रेरणा देत आली आहे. त्यांचा आपल्या समाजाप्रति असलेला दृष्टिकोन प्रत्यक्षात आणण्यासाठी आम्ही सदैव प्रयत्नशील राहू.”

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India emerges as a global leader across key sectors in 2024

Media Coverage

India emerges as a global leader across key sectors in 2024
NM on the go

Nm on the go

Always be the first to hear from the PM. Get the App Now!
...
India is a powerhouse of talent: PM Modi
December 31, 2024

The Prime Minister Shri Narendra Modi today remarked that India was a powerhouse of talent, filled with innumerable inspiring life journeys showcasing innovation and courage. Citing an example of the Green Army, he lauded their pioneering work as insipiring.

Shri Modi in a post on X wrote:

“India is a powerhouse of talent, filled with innumerable inspiring life journeys showcasing innovation and courage.

It is a delight to remain connected with many of them through letters. One such effort is the Green Army, whose pioneering work will leave you very inspired.”