ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରୋଜ ରଥଙ୍କ ସଙ୍ଗୀତ ରଚନାରେ ନମିତା ଅଗ୍ରୱାଲ ଗାଇଥିବା ପ୍ରଭୁ ଶ୍ରୀରାମଙ୍କ ଉପରେ ଆଧାରିତ ଓଡ଼ିଆ ଭକ୍ତି ଭଜନ "ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ" ପୋଷ୍ଟ କରିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
ଭାରତର ପ୍ରତ୍ୟେକ ପ୍ରାନ୍ତରେ ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ରହିଛି । ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ମାନଙ୍କୁ ତାଙ୍କ ପ୍ରତି ସମର୍ପିତ ଅନେକ ଭଜନ ଦେଖିବାକୁ ମିଳିବ । ଏଠାରେ ଓଡ଼ିଆରେ ହୋଇଥିବା ଏଭଳି ଏକ ପ୍ରୟାସ ।
There is devotion towards Prabhu Shri Ram in every part of India. In every language also you’ll find several Bhajans devoted to him. Here is one such effort in Odia… #ShriRamBhajan https://t.co/JCWTudS13O
— Narendra Modi (@narendramodi) January 18, 2024