ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଆବେ ସିଞ୍ଜୋଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ମୋର ପ୍ରିୟ ବନ୍ଧୁ ଆବେ ସିଞ୍ଜୋଙ୍କ ଉପରେ ହୋଇଥିବା ଆକ୍ରମଣରେ ମୁଁ ବହୁତ ଦୁଃଖିତ । ଆମର ଚିନ୍ତାଧାରା ଏବଂ ପ୍ରାର୍ଥନା ତାଙ୍କ ସହ, ତାଙ୍କ ପରିବାର ଏବଂ ଜାପାନର ଲୋକଙ୍କ ସହ ଅଛି ।”
Deeply distressed by the attack on my dear friend Abe Shinzo. Our thoughts and prayers are with him, his family, and the people of Japan.
— Narendra Modi (@narendramodi) July 8, 2022