ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ.ଡି.ଦେବଗୌଡାଙ୍କ ସହ କଥା ହୋଇ ତାଙ୍କର ଓ ତାଙ୍କ ପତ୍ନୀଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ.ଡି.ଦେବଗୌଡାଙ୍କ ସହ କଥା ହେଲି ଏବଂ ତାଙ୍କର ଓ ତାଙ୍କ ପତ୍ନୀଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲି । ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି” ।
Spoke to former PM Shri @H_D_Devegowda Ji and enquired about his and his wife’s health. Praying for their quick recovery.
— Narendra Modi (@narendramodi) March 31, 2021