ୟୁଏଇ ରାଷ୍ଟ୍ରପତି ଭାରତର ଚନ୍ଦ୍ରଯାନ-୩ ମିଶନର ସଫଳତା ପାଇଁ ଶୁଭକାମନା ଜଣାଇଛନ୍ତି
ପ୍ରଧାନମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଦେଲେ ଏବଂ ଜି-୨୦ ସମ୍ମିଳନୀରେ ତାଙ୍କୁ ସ୍ୱାଗତ କରିବାକୁ ଉତ୍ସୁକ ଥିବା ଜଣାଇଲେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁଏଇ ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହୟନଙ୍କ ସହ ଫୋନରେ କଥା ହୋଇଛନ୍ତି ।

ୟୁଏଇ ରାଷ୍ଟ୍ରପତି ଭାରତର ଚନ୍ଦ୍ରଯାନ-୩ ମିଶନ ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଏବଂ ଭାରତର ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏଥିପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଚନ୍ଦ୍ରଯାନ ସଫଳତା ସମଗ୍ର ମାନବିକତା ବିଶେଷ କରି ଗ୍ଲୋବାଲ ସାଉଥର ସଫଳତା ବୋଲି କହିଛନ୍ତି ।

ପ୍ରଧାନମନ୍ତ୍ରୀ ତାଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଜି-୨୦ ସମ୍ମିଳନୀ ପାଇଁ ଭାରତରେ ସ୍ୱାଗତ କରିବାକୁ ଉତ୍ସୁକ ଥିବା କହିଛନ୍ତି ।

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India’s Space Sector: A Transformational Year Ahead in 2025

Media Coverage

India’s Space Sector: A Transformational Year Ahead in 2025
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 24, 2024
December 24, 2024

Citizens appreciate PM Modi’s Vision of Transforming India