Quoteଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା
Quoteଆଲୋଚନା ଏବଂ କୂଟନୈତିକ ମାର୍ଗ ଆପଣେଇବା ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଭ୍ଳାଦିମିର ପୁଟିନଙ୍କ ସହ ଟେଲିଫୋନ୍‍ ଯୋଗେ କଥା ହୋଇଛନ୍ତି ।

ସେମାନେ ଦ୍ୱିପାକ୍ଷିକ ସହଯୋଗ ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମତ ବିନିମୟ କରିଥିଲେ ।

ରାଷ୍ଟ୍ରପତି ପୁଟିନ ଋଷର ସାମ୍ପ୍ରତିକ ସ୍ଥିତି ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି ।

ୟୁକ୍ରେନ ପରିସ୍ଥିତି ବିଷୟରେ ଆଲୋଚନା କରୁଥିବାବେଳେ ପ୍ରଧାନମନ୍ତ୍ରୀ କଥାବାର୍ତ୍ତା ଏବଂ କୂଟନୈତିକ ମାର୍ଗ ଆପଣେଇବା ଉପରେ ଗୁରୁତ୍ୱ ଦେଇଛନ୍ତି ।

ଉଭୟ ନେତା ପରସ୍ପର ସହିତ ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ ଏବଂ ଦୁଇ ଦେଶ ମଧ୍ୟରେ ସ୍ୱତନ୍ତ୍ର ତଥା ବିଶେଷ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବାକୁ ଉଦ୍ୟମ ଜାରି ରଖିବାକୁ ସହମତ ହୋଇଥିଲେ ।

 

  • Reena chaurasia August 30, 2024

    मोदी
  • Reena chaurasia August 30, 2024

    बीजेपी
  • रविना प्रेमराज मंडल अध्यक्ष टोडाभीम शहर September 14, 2023

    जय श्री राम
  • Shaji July 12, 2023

    jai hind jai bharat 🌹🌷
  • Tribhuwan Kumar Tiwari July 03, 2023

    वंदेमातरम सादर प्रणाम सर सादर त्रिभुवन कुमार तिवारी पूर्व सभासद लोहिया नगर वार्ड पूर्व उपाध्यक्ष भाजपा लखनऊ महानगर उप्र भारत
  • संजीव सिंह संजू July 03, 2023

    आदरणीय मोदी जी के नेतृत्व में विश्व पटल पर भारत का मान
  • Burramukku Vijayalakshmi July 02, 2023

    Bharat matha ki jai🌷🌷🌷🌷🌷
  • Babaji Namdeo Palve July 02, 2023

    Jai Hind Jai Bharat
  • कीर्ति वर्मा July 02, 2023

    जय हो
  • LAYAK SINGH July 01, 2023

    हर हर मोदी घर घर मोदी
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Bharat Tex showcases India's cultural diversity through traditional garments: PM Modi

Media Coverage

Bharat Tex showcases India's cultural diversity through traditional garments: PM Modi
NM on the go

Nm on the go

Always be the first to hear from the PM. Get the App Now!
...
PM Modi urges everyone to stay calm and follow safety precautions after tremors felt in Delhi
February 17, 2025

The Prime Minister, Shri Narendra Modi has urged everyone to stay calm and follow safety precautions after tremors felt in Delhi. Shri Modi said that authorities are keeping a close watch on the situation.

The Prime Minister said in a X post;

“Tremors were felt in Delhi and nearby areas. Urging everyone to stay calm and follow safety precautions, staying alert for possible aftershocks. Authorities are keeping a close watch on the situation.”