Quoteଭାରତ-ରୁଷ ସ୍ବତନ୍ତ୍ର ରଣନୀତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ଦିଗରେ ଉଭୟ ନେତା ଆଲୋଚନା କରିଛନ୍ତି
Quoteପ୍ରଧାନମନ୍ତ୍ରୀ ତାଙ୍କ ୟୁକ୍ରେନ୍ ଗସ୍ତର ସୂଚନା ସେୟାର କରିଛନ୍ତି ଏବଂ ରୁଷ-ୟୁକ୍ରେନ୍ ସଂଘର୍ଷ ସମାଧାନର ବାଟ ଭାବରେ ଆଲୋଚନା ଏବଂ କୂଟନୀତିକୁ ଦୋହରାଇଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।

 

ପ୍ରଧାନମନ୍ତ୍ରୀ ୨୨ତମ ଭାରତ-ରୁଷ୍ ଦ୍ୱିପାକ୍ଷିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ଗତ ମାସରେ ତାଙ୍କର ସଫଳ ରୁଷ୍‍ ଗସ୍ତକୁ ସ୍ମରଣ କରିଥିଲେ ।

 

ଉଭୟ ନେତା ଅନେକ ଦ୍ୱିପାକ୍ଷିକ ପ୍ରସଙ୍ଗର ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ଭାରତ ଏବଂ ରୁଷ ମଧ୍ୟରେ ସ୍ୱତନ୍ତ୍ର ଓ ବିଶେଷାଧିକାର ରଣନୈତିକ ଭାଗିଦାରୀକୁ ଅଧିକ ସୁଦୃଢ଼ କରିବା ଦିଗରେ ପଦକ୍ଷେପ ଉପରେ ଆଲୋଚନା କରିଥିଲେ ।

 

ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ବିଭିନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ ।

 

ଉଭୟ ନେତା ଚାଲିଥିବା ରୁଷିଆ-ୟୁକ୍ରେନ ବିବାଦ ଉପରେ ମତ ବିନିମୟ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ନିକଟରେ ୟୁକ୍ରେନ ଗସ୍ତ ସମ୍ପର୍କରେ ସୂଚନା ସେୟାର କରିଥିଲେ । ବିବାଦର ସ୍ଥାୟୀ ଏବଂ ଶାନ୍ତିପୂର୍ଣ୍ଣ ସମାଧାନ ହାସଲ କରିବା ପାଇଁ ଆଲୋଚନା ଏବଂ କୂଟନୀତିର ଗୁରୁତ୍ୱ ସହିତ ସମସ୍ତ ଅଂଶୀଦାରଙ୍କ ମଧ୍ୟରେ ଆନ୍ତରିକ ଏବଂ ବ୍ୟବହାରିକ ଯୋଗଦାନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

 

ଦୁଇ ନେତା ନିରନ୍ତର ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।

 

  • Rampal Baisoya October 18, 2024

    🙏🙏
  • Harsh Ajmera October 14, 2024

    Love from hazaribagh 🙏🏻
  • Vivek Kumar Gupta October 13, 2024

    नमो ..🙏🙏🙏🙏🙏
  • Vivek Kumar Gupta October 13, 2024

    नमो .........................🙏🙏🙏🙏🙏
  • Aniket Malwankar October 08, 2024

    #NaMo
  • Lal Singh Chaudhary October 07, 2024

    बनी रहती है जिसकी हमेशा चाहत, कहते हैं हम उसे सफलता। दूआ ही नहीं पूरी चाहत है मेरी हमें प्राप्त हो तुम्हारी सफलता।। भारत भाग्य विधाता मोदी जी को जय श्री राम
  • Manish sharma October 04, 2024

    🇮🇳
  • Dheeraj Thakur September 29, 2024

    जय श्री राम ,
  • Dheeraj Thakur September 29, 2024

    जय श्री राम,
  • கார்த்திக் September 21, 2024

    🪷ஜெய் ஸ்ரீ ராம்🪷जय श्री राम🪷જય શ્રી રામ🪷 🪷ಜೈ ಶ್ರೀ ರಾಮ್🌸🪷జై శ్రీ రామ్🪷JaiShriRam🪷🌸 🪷জয় শ্ৰী ৰাম🪷ജയ് ശ്രീറാം🪷ଜୟ ଶ୍ରୀ ରାମ🪷🌸
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India Doubles GDP In 10 Years, Outpacing Major Economies: IMF Data

Media Coverage

India Doubles GDP In 10 Years, Outpacing Major Economies: IMF Data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 23, 2025
March 23, 2025

Appreciation for PM Modi’s Effort in Driving Progressive Reforms towards Viksit Bharat