ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ସ୍ଥାନୀୟ ପ୍ରଶାସନ, ଏନଡିଆରଏଫ ଓ ଏସଡିଆରଏଫ ଦଳଗୁଡିକ ପ୍ରଭାବିତ ଲୋକଙ୍କୁ ସହାୟତା ସୁନିଶ୍ଚିତ କରୁଛନ୍ତି ।”
PM @narendramodi spoke to senior Ministers and officials, and took stock of the situation in the wake of excessive rainfall in parts of India. Local administrations, NDRF and SDRF teams are working to ensure the well-being of those affected.
— PMO India (@PMOIndia) July 10, 2023