Quoteରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ
Quoteପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ପରିକଳ୍ପନାରେ ଯୋଗଦାନ ପାଇଁ ନୂତନ ନିଯୁକ୍ତି
Quoteନବ ନିଯୁକ୍ତମାନେ ଅନଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ପ୍ରଶିକ୍ଷିତ ହେବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦, ୨୦୨୩ ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।

 

ସାରା ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ | ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି । ଦେଶର ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ଥିକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ଏହି ନୂତନ ନିଯୁକ୍ତି ମିଳିବ ।

 

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

 

ନବ ନିଯୁକ୍ତମାନେ ସେମାନଙ୍କର ଅଭିନବ ଚିନ୍ତାଧାରା ଏବଂ ଭୂମିକା ସମ୍ବନ୍ଧୀୟ ଦକ୍ଷତା ସହିତ ଦେଶର ଶିଳ୍ପ, ଅର୍ଥନୈତିକ ଏବଂ ସାମାଜିକ ବିକାଶକୁ ସୁଦୃଢ଼ କରିବା କାର୍ଯ୍ୟରେ ଅନ୍ୟାନ୍ୟ ବିଷୟ ସହିତ ଯୋଗଦାନ କରିବେ ଯାହା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବାରେ ସହାୟକ ହେବ ।

 

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ 'ଯେକୌଣସି ଡିଭାଇସ୍' ଶିକ୍ଷଣ ଫର୍ମାଟ ପାଇଁ ୮୦୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

 

  • SUSHIL KU. PARDHAN December 23, 2024

    रोजगार मेले के अन्तर्गत युवा नोकरी केसे प्राप्त कर सकता है कृपया विस्तार से बताओ दिल्ली वेस्ट हरी नगर विधानसभा से PLEASE CONTACT ME OR WHATSAPP ME PH-9654413820
  • SUSHIL KU. PARDHAN December 23, 2024

    रोजगार मेले के अन्तर्गत युवा नोकरी केसे प्राप्त कर सकता है कृपया विस्तार से जानकारी दे दिल्ली वेस्ट हरी नगर विधानसभा से PLEASE CONTACT ME OR WHATSAPP ME PH-9654413820
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • Dr Guinness Madasamy January 23, 2024

    BJP seats in 2024 lok sabha election(My own Prediction ) Again NaMo in Bharat! AP-10, Bihar -30,Gujarat-26,Haryana -5,Karnataka -25,MP-29, Maharashtra -30, Punjab-10, Rajasthan -20,UP-80,West Bengal-30, Delhi-5, Assam- 10, Chhattisgarh-10, Goa-2, HP-4, Jharkhand-14, J&K-6, Orissa -20,Tamilnadu-5
  • Rinku rattan January 22, 2024

    जय श्री राम जय श्री राम जय श्री राम
  • Dnyaneshwar Jadhav January 20, 2024

    जय हो
  • Dr Pankaj Bhivate January 12, 2024

    Jay Shri ram 🚩
  • Lalruatsanga January 06, 2024

    jai ho
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India’s Average Electricity Supply Rises: 22.6 Hours In Rural Areas, 23.4 Hours in Urban Areas

Media Coverage

India’s Average Electricity Supply Rises: 22.6 Hours In Rural Areas, 23.4 Hours in Urban Areas
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 22, 2025
February 22, 2025

Citizens Appreciate PM Modi's Efforts to Support Global South Development