ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ମରିସସ୍ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ତିନୋଟି ଦ୍ୱିପାକ୍ଷିକ ବୈଠକ କରିବେ ବୋଲି ଏକ ଏକ୍ସ ପୋଷ୍ଟରେ ସୂଚନା ଦେଇଛନ୍ତି।

ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ଏହି ବୈଠକ ଏହି ଦେଶମାନଙ୍କ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବା ଏବଂ ବିକାଶମୂଳକ ସହଯୋଗକୁ ଆହୁରି ସୁଦୃଢ଼ କରିବାର ସୁଯୋଗ ଦେବ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

‘ଆଜି ସଂଧ୍ୟାରେ ମୁଁ ମୋ ବାସଭବନରେ ତିନୋଟି ଦ୍ୱିପାକ୍ଷିକ ବୈଠକ ପାଇଁ ଅପେକ୍ଷା କରିଛି। ମୁଁ ମରିସସ୍ ପ୍ରଧାନମନ୍ତ୍ରୀ କୁମାର ଜଗନ୍ନାଥ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଏବଂ ଜୋ ବାଇେଡନଙ୍କୁ ଭେଟିବି। ଏହି ବୈଠକ ଏହି ଦେଶମାନଙ୍କ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବା ଏବଂ ବିକାଶମୂଳକ ସହଯୋଗକୁ ଆହୁରି ସୁଦୃଢ଼ କରିବାର ସୁଯୋଗ ଦେବ। 

 

  • Padmavathi Bai AP State BJP OBC Vice President February 27, 2024

    Jai shree Ram
  • puja sah September 10, 2023

    Bharat mata ki jai
  • narayana murty September 10, 2023

    thank you honourable presidents I wish you all the best in your goles thank you so much
  • VenkataRamakrishna September 09, 2023

    జై శ్రీ రామ్
  • PRATAP SINGH September 09, 2023

    🚩🚩🚩🚩 जय श्री राम।
  • Sanjib Neogi September 09, 2023

    Bharat Mata ki joy. It's new India. Modiji is the Boss. Joy Bharat.
  • पूनम रोज रायका हरियाली September 09, 2023

    welcome 💐💐
  • Amita Bhatia September 08, 2023

    जय भाजपा बिजय भाजपा भाजपा माता की जय
  • Dilip Kumar Das Rintu September 08, 2023

    welcome to Bharat 🇮🇳
  • Thirunavukkarasar September 08, 2023

    Mygodomnarendramodi
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Manufacturing sector pushes India's industrial output growth to 5% in Jan

Media Coverage

Manufacturing sector pushes India's industrial output growth to 5% in Jan
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles passing of Dr. Shankar Rao Tatwawadi Ji
March 13, 2025

The Prime Minister, Shri Narendra Modi condoled passing of Dr. Shankar Rao Tatwawadi Ji, today. Shri Modi stated that Dr. Shankar Rao Tatwawadi Ji will be remembered for his extensive contribution to nation-building and India's cultural regeneration."I consider myself fortunate to have interacted with him on several occasions, both in India and overseas. His ideological clarity and meticulous style of working always stood out" Shri Modi added.

The Prime Minister posted on X :

"Pained by the passing away of Dr. Shankar Rao Tatwawadi Ji. He will be remembered for his extensive contribution to nation-building and India's cultural regeneration. He dedicated himself to RSS and made a mark by furthering its global outreach. He was also a distinguished scholar, always encouraging a spirit of enquiry among the youth. Students and scholars fondly recall his association with BHU. His various passions included science, Sanskrit and spirituality.

I consider myself fortunate to have interacted with him on several occasions, both in India and overseas. His ideological clarity and meticulous style of working always stood out.

Om Shanti