ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମ ସରକାରଙ୍କ ନୂଆ ପଦକ୍ଷେପକୁ ସ୍ୱାଗତ କରିଛନ୍ତି ।

ଜୁନ୍ ୧୯ରୁ ଜୁନ୍ ୨୫ ତାରିଖ ପର୍ଯ୍ୟନ୍ତ ଆସାମ ସରକାର ୩୮ଟି ନୂତନ ମାଧ୍ୟମିକ ବିଦ୍ୟାଳୟ ଛାତ୍ର ସମାଜ ପାଇଁ ଉତ୍ସର୍ଗର୍ କରିବେ । ୩୮ଟି ବିଦ୍ୟାଳୟ ପକ୍ଷରୁ ୧୯ଟି ଚା ବଗିଚା ଅଞ୍ଚଳରେ ରହିବ ।

ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘ପ୍ରଶଂସନୀୟ ପଦକ୍ଷେପ । ଶିକ୍ଷା ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ଏହି ନୂତନ ମାଧ୍ୟମିକ ସ୍କୁଲଗୁଡ଼ିକ ଯୁବପିଢ଼ି ପାଇଁ ଏକ ଦୃଢ଼ ମୂଳଦୁଆ ପ୍ରଦାନ କରିବ । ବିଶେଷକରି ଚା ବଗିଚା କ୍ଷେତ୍ର ପାଇଁ ପ୍ରତିବଦ୍ଧତା ବାବଦରେ ଜାଣି ଖୁସି ହେଲି ।’ 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Apple grows India foothold, enlists big Indian players as suppliers

Media Coverage

Apple grows India foothold, enlists big Indian players as suppliers
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 20, 2025
March 20, 2025

Citizen Appreciate PM Modi's Governance: Catalyzing Economic and Social Change