ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନ୍ୟୁୟର୍କରେ ଆମେରିକୀୟ ଜ୍ୟୋତିର୍ବିଜ୍ଞାନୀ, ଲେଖକ ତଥା ବିଜ୍ଞାନ ସଞ୍ଚାରକ ଶ୍ରୀ ନୀଲ୍ ଡି ଗ୍ରାସ୍ ଟାଇସନଙ୍କୁ ଭେଟିଛନ୍ତି ।

ଯୁବବର୍ଗଙ୍କ ମଧ୍ୟରେ ବୈଜ୍ଞାନିକ ସ୍ୱଭାବ ବଢ଼ାଇବା ଉପରେ ପ୍ରଧାନମନ୍ତ୍ରୀ ଓ ଶ୍ରୀ ଟାଇସନ୍ ମତ ବିନିମୟ କରିଥିଲେ । ମହାକାଶ ଗବେଷଣା  କ୍ଷେତ୍ରରେ ଭାରତ ଦ୍ୱାରା କରାଯାଇଥିବା ବିଭିନ୍ନ ମିଶନ ସହ ସ୍ପେସ୍ କ୍ଷେତ୍ରରେ ଭାରତର ଦ୍ରୁତ ପ୍ରଗତି ଉପରେ ସେମାନେ ଆଲୋଚନା କରିଥିଲେ ।

ନୂତନ ଭାବେ ଆରମ୍ଭ ହୋଇଥିବା ଜାତୀୟ ମହାକାଶ ନୀତି ଅଧୀନରେ ବେସରକାରୀ କ୍ଷେତ୍ର ଏବଂ ଶିକ୍ଷାଗତ ସହଯୋଗ ପାଇଁ ସୁଯୋଗ ବାବଦରେ ମଧ୍ୟ ପ୍ରଧାନମନ୍ତ୍ରୀ ଏବଂ ଶ୍ରୀ ଟାଇସନ୍ ଆଲୋକପାତ କରିଥିଲେ । 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Economic Survey: India leads in mobile data consumption/sub, offers world’s most affordable data rates

Media Coverage

Economic Survey: India leads in mobile data consumption/sub, offers world’s most affordable data rates
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 1, 2025
February 01, 2025

Budget 2025-26 Viksit Bharat’s Foundation Stone: Inclusive, Innovative & India-First Policies under leadership of PM Modi