ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୱାଶିଂଟନ୍ ଡିସିରେ ୨୦୨୩ ଜୁନ୍ ୨୧ରେ ମାଇକ୍ରନ୍ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ଭେଟିଛନ୍ତି ।
ଭାରତରେ ସେମିକଣ୍ଡକ୍ଟର ଉତ୍ପାଦନ ବୃଦ୍ଧି ନିମନ୍ତେ ମାଇକ୍ରୋନ୍ ଟେକ୍ନୋଲୋଜିକୁ ଆମନ୍ତ୍ରଣ କରିଛନ୍ତି । ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାର ବିଭିନ୍ନ ଭାଗରେ ଭାରତ ପ୍ରତିଯୋଗିତାମୂଳକ ସୁବିଧା ପ୍ରଦାନ କରିପାରିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।
PM @narendramodi held a meeting with President and CEO of @MicronTech Sanjay Mehrotra in Washington DC. They discussed the opportunities pertaining to manufacturing of semiconductors in India. pic.twitter.com/LwKp2FPhj0
— PMO India (@PMOIndia) June 22, 2023