ପ୍ରଧାନମନ୍ତ୍ରୀ ୧୧ ଅକ୍ଟୋବର ୨୦୨୪ରେ ଲାଓ ପିଡିଆର୍ ର ଭିଏଣ୍ଟିଆନେଠାରେ ୧୯ତମ ପୂର୍ବ ଏସିଆ ଶିଖର ସମ୍ମିଳନୀ (ଇଏଏସ୍ )ରେ ଯୋଗ ଦେଇଛନ୍ତି ।


ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଆଞ୍ଚଳିକ ଢାଞ୍ଚାଭାରତର ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଏବଂ କ୍ୱାଡ୍ ସହଯୋଗରେ ଆସିଆନର କେନ୍ଦ୍ରୀୟ ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ । ପୂର୍ବ ଏସିଆ ଶିଖର ସମ୍ମିଳନୀରେ ଭାରତର ଅଂଶଗ୍ରହଣ ଏହାର ଆକ୍ଟ ଇଷ୍ଟ ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ବୋଲି ସେ ଗୁରୁତ୍ୱାରୋପ କରିଥିଲେ । ଏହି ଅଞ୍ଚଳରେ ଶାନ୍ତି ଓ ବିକାଶ ପାଇଁ ଏକ ମୁକ୍ତସମାବେଶୀସମୃଦ୍ଧ ଏବଂ ନିୟମ ଭିତ୍ତିକ ଭାରତ-ପ୍ରଶାନ୍ତ ମହାସାଗର ଗୁରୁତ୍ୱପୂର୍ଣ୍ଣ ବୋଲି ଉଲ୍ଲେଖ କରି ସେ ଭାରତର ଭାରତ-ପ୍ରଶାନ୍ତ ମହାସାଗର କ୍ଷେତ୍ର ପାଇଁ ପଦକ୍ଷେପ ଏବଂ ଭାରତ-ପ୍ରଶାନ୍ତ ମହାସାଗର ଉପରେ ଆସିଆନ୍ ଦୃଷ୍ଟିକୋଣ ମଧ୍ୟରେ ସମାନତା ଏବଂ ସାଧାରଣ ଆଭିମୁଖ୍ୟ ବିଷୟରେ କହିଥିଲେ। ସମ୍ପ୍ରସାରଣବାଦ ଉପରେ ଗୁରୁତ୍ୱ ଦେବା ପରିବର୍ତ୍ତେ ଏହି ଅଞ୍ଚଳ ବିକାଶ ଭିତ୍ତିକ ଆଭିମୁଖ୍ୟ ଅବଲମ୍ବନ କରିବା ଉଚିତ ବୋଲି ସେ ଗୁରୁତ୍ୱାରୋପ କରିଥିଲେ।


ଇଏଏସ୍ ବ୍ୟବସ୍ଥାର ଗୁରୁତ୍ୱକୁ ଦୋହରାଇବା ସହ ଏହାକୁ ଆହୁରି ସୁଦୃଢ଼ କରିବା ପାଇଁ ଭାରତର ସମର୍ଥନକୁ ଦୋହରାଇ ପ୍ରଧାନମନ୍ତ୍ରୀ ନାଳନ୍ଦା ବିଶ୍ୱବିଦ୍ୟାଳୟର ପୁନରୁଦ୍ଧାର ପାଇଁ ଇଏଏସ୍ ଅଂଶଗ୍ରହଣକାରୀ ଦେଶମାନଙ୍କଠାରୁ ମିଳିଥିବା ସମର୍ଥନକୁ ସ୍ମରଣ କରିଥିଲେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ନାଳନ୍ଦା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବାକୁ ଥିବା ଉଚ୍ଚଶିକ୍ଷା ମୁଖ୍ୟ ସମ୍ମିଳନୀପାଇଁ ଇଏଏସ୍ ଦେଶଗୁଡ଼ିକୁ ନିମନ୍ତ୍ରଣ କରିଥିଲେ ।


ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଶାନ୍ତିସ୍ଥିରତା ଏବଂ ସମୃଦ୍ଧିକୁ ପ୍ରଭାବିତ କରୁଥିବା ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ମଧ୍ୟ ନେତାମାନେ ମତ ବିନିମୟ କରିଥିଲେ। ଦକ୍ଷିଣ ବିଶ୍ବ ଉପରେ ସଂଘର୍ଷର ଗମ୍ଭୀର ପ୍ରଭାବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବିଶ୍ୱରେ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ମାନବିକ ଦୃଷ୍ଟିକୋଣ ଉପରେ ଆଧାରିତ ଆଲୋଚନା ଏବଂ କୂଟନୀତିର ମାର୍ଗ ଗ୍ରହଣ କରାଯିବା ଆବଶ୍ୟକ । ଯୁଦ୍ଧ କ୍ଷେତ୍ରରେ ସେମାନଙ୍କ ପାଇଁ କୌଣସି ସମାଧାନ ନାହିଁ ବୋଲି ସେ ଦୋହରାଇଥିଲେ। ସାଇବର ଏବଂ ସାମୁଦ୍ରିକ ଆହ୍ୱାନ ସହିତ ଆତଙ୍କବାଦ ବିଶ୍ୱ ଶାନ୍ତି ଏବଂ ନିରାପତ୍ତା ପାଇଁ ଏକ ଗମ୍ଭୀର ବିପଦ ସୃଷ୍ଟି କରିଛିଯାହାର ମୁକାବିଲା ପାଇଁ ଦେଶଗୁଡ଼ିକ ଏକାଠି ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।


ପୂର୍ବ ଏସିଆ ଶିଖର ସମ୍ମିଳନୀର ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଲାଓସ୍ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସେ ଆସିଆନର ନୂତନ ଅଧ୍ୟକ୍ଷ ଭାବେ ମାଲେସିଆକୁ ଶୁଭେଚ୍ଛା ଜଣାଇବା ସହ ଏଥିରେ ଭାରତର ପୂର୍ଣ୍ଣ ସମର୍ଥନ ପ୍ରକାଶ କରିଥିଲେ।

 

Click here to read full text speech

  • Mohan Singh Rawat Miyala December 19, 2024

    जय श्री राम
  • Vivek Kumar Gupta December 18, 2024

    नमो ..🙏🙏🙏🙏🙏
  • Vivek Kumar Gupta December 18, 2024

    नमो ..........................🙏🙏🙏🙏🙏
  • JYOTI KUMAR SINGH December 09, 2024

    🙏
  • Chandrabhushan Mishra Sonbhadra November 15, 2024

    1
  • Chandrabhushan Mishra Sonbhadra November 15, 2024

    2
  • Ramesh Prajapati Tikamgarh mp November 08, 2024

    भारतीय जनता पार्टी के बारिष्ठ नेता एवं पूर्व उपप्रधानमंत्री श्री लालकृष्ण आडवाणी जी को जन्म दिवस की हार्दिक बधाई एवं शुभकामनाएं । हम भगवान से उनके स्वास्थ्य जीवन के लिए प़थऀना करते हैं। #LalKrishnaAdvani #NarendraModiji #ramesh_prajapati
  • ram Sagar pandey November 06, 2024

    🌹🙏🏻🌹जय श्रीराम🙏💐🌹जय माता दी 🚩🙏🙏🌹🌹🙏🙏🌹🌹🌹🌹🙏🙏🌹🌹🌹🌹🙏🙏🌹🌹🌹🌹🙏🙏🌹🌹
  • Avdhesh Saraswat November 04, 2024

    HAR BAAR MODI SARKAR
  • Preetam Gupta Raja November 04, 2024

    जय श्री राम
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
In Mann Ki Baat, PM Stresses On Obesity, Urges People To Cut Oil Consumption

Media Coverage

In Mann Ki Baat, PM Stresses On Obesity, Urges People To Cut Oil Consumption
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 24, 2025
February 24, 2025

6 Years of PM Kisan Empowering Annadatas for Success

Citizens Appreciate PM Modi’s Effort to Ensure Viksit Bharat Driven by Technology, Innovation and Research