ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
“ଭାରତର ସୁଯୋଗ୍ୟ ସନ୍ତାନ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଜୟନ୍ତୀ ଅବସରରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି । ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନ ରହିଛି ଏବଂ ସ୍ୱାଧୀନତାର ପରବର୍ତ୍ତୀ ସମୟରେ ସେ ଗଣତନ୍ତ୍ରର ସୁରକ୍ଷା ପାଇଁ ଅତୁଳନୀୟ ଭୂମିକା ନିର୍ବାହ କରିଥିଲେ । ତାଙ୍କ ତ୍ୟାଗ ଓ ସମର୍ପଣ ଆମ ସମସ୍ତଙ୍କ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବ ।”
मां भारती के सच्चे सपूत लोकनायक जयप्रकाश नारायण को उनकी जन्म-जयंती पर विनम्र श्रद्धांजलि। उन्होंने स्वतंत्रता संघर्ष में अपना बहुमूल्य योगदान तो दिया ही, आजादी के बाद लोकतंत्र की रक्षा में भी अतुलनीय भूमिका निभाई। उनका त्याग और समर्पण हम सबके लिए सदा प्रेरणास्रोत रहेगा। pic.twitter.com/MVZ068OcPD
— Narendra Modi (@narendramodi) October 11, 2019