ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ୨୦୨୩ ଡିସେମ୍ବର ୧ରେ ଉଜବେକିସ୍ତାନର ରାଷ୍ଟ୍ରପତି ଶ୍ରୀ ଶାଭ୍‌କତ୍ ମିର୍ଜିୟୋୟେଭ୍‌ଙ୍କୁ ଭେଟିଛନ୍ତି ।

ଭଏସ୍ ଅଫ୍ ଗ୍ଲୋବାଲ ସାଉଥ ସମ୍ମିଳନୀରେ ଉଜବେକିସ୍ତାନର ଅଂଶଗ୍ରହଣ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାଷ୍ଟ୍ରପତି ଶ୍ରୀ ଶାଭ୍‌କତ୍ ମିର୍ଜିୟୋୟେଭ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଉଭୟ ନେତା ସ୍ୱାସ୍ଥ୍ୟ, ଶିକ୍ଷା, ଫାର୍ମାସ୍ୟୁଟିକାଲ୍ସ ଏବଂ ପାରମ୍ପରିକ ଔଷଧ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବାକୁ ଆଲୋଚନା କରିଛନ୍ତି । ଉଜବେକିସ୍ତାନ ସହ ଆମ ବିକାଶ ଭାଗିଦାରୀକୁ ବଢ଼ାଇବାକୁ ଭାରତର ସମର୍ଥନକୁ ପ୍ରଧାନମନ୍ତ୍ରୀ ସୁନିଶ୍ଚିତ କରିଛନ୍ତି ।

  • रीना चौरसिया September 29, 2024

    BJP BJP
  • Ram Raghuvanshi February 26, 2024

    Jay shree Ram
  • Yogesh kale February 13, 2024

    नमो नमो!!
  • Yogesh kale February 13, 2024

    नमो नमो!!
  • Yogesh kale February 13, 2024

    नमो नमो!!
  • Yogesh kale February 13, 2024

    नमो नमो!!
  • Yogesh kale February 13, 2024

    नमो नमो!!
  • Ravi Prakash jha February 02, 2024

    मिथिला के केंद्र बिंदु दरभंगा में गोपाल जी ठाकुर जी जैसे सरल और सुलभ सांसद देने हेतु मोदी जी को बहुत-बहुत धन्यवाद🙏🙏

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
In Mann Ki Baat, PM Stresses On Obesity, Urges People To Cut Oil Consumption

Media Coverage

In Mann Ki Baat, PM Stresses On Obesity, Urges People To Cut Oil Consumption
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 24, 2025
February 24, 2025

6 Years of PM Kisan Empowering Annadatas for Success

Citizens Appreciate PM Modi’s Effort to Ensure Viksit Bharat Driven by Technology, Innovation and Research