ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ଜୁଲାଇ ୨୦୨୩ ରେ ଫ୍ରାନ୍ସର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀମତୀ ଏଲିଜାବେଥ ବୋର୍ନଙ୍କୁ ସାକ୍ଷାତ କରିଛନ୍ତି ।
ଦୁଇ ନେତା ଅର୍ଥନୈତିକ ଏବଂ ବାଣିଜ୍ୟ, ଶକ୍ତି, ପରିବେଶ, ଶିକ୍ଷା, ପରିବହନ, ରେଳବାଇ, ଡିଜିଟାଲ ଭିତ୍ତିଭୂମି, ମ୍ୟୁଜିଓଲୋଜି ଏବଂ ଜନସମ୍ପର୍କ ଭଳି ବିଭିନ୍ନ କ୍ଷେତ୍ରରେ ସହଯୋଗକୁ ଆଗକୁ ବଢାଇବାକୁ ଆଲୋଚନା କରିଥିଲେ ।
ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ବହୁମୁଖୀ ସହଯୋଗକୁ ଆହୁରି ଗଭୀର କରିବାକୁ ଉଭୟ ପକ୍ଷ ସେମାନଙ୍କର ଇଚ୍ଛାକୁ ଦୋହରାଇଛନ୍ତି ।
PM @narendramodi held fruitful talks with PM @elisabeth_borne in Paris.
— PMO India (@PMOIndia) July 13, 2023
The leaders reviewed various facets of India-France partnership as well as discussed measures to further strengthen the ties between both the countries. pic.twitter.com/acUnHLfmeW