ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଜି ସକାଳେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛି । ଯୋଗ ଅଧିବେଶନରେ ପିଏମ୍ଓରେ ରାଜ୍ୟ ମନ୍ତ୍ରୀ ଡ.ଜିତେନ୍ଦ୍ର ସିଂ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ ଡ. ପି.କେ. ମିଶ୍ର, ବରିଷ୍ଠ ଅଧିକାରୀ ଏବଂ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି;
“ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା । ଏହି ଯୋଗ ଅଧିବେଶନରେ ପିଏମ୍ଓରେ ରାଜ୍ୟ ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ ଡ. ପି. କେ. ମିଶ୍ର, ବରିଷ୍ଠ ଅଧିକାରୀ ଏବଂ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ ।”
The 10th International Day of Yoga was marked in the Prime Minister's Office this morning. Minister of State in the PMO, @DrJitendraSingh, Principal Secretary to the Prime Minister, Dr. PK Mishra, senior officers and others took part in the Yoga session. pic.twitter.com/TKJA2mLdBm
— PMO India (@PMOIndia) June 21, 2024