ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହରିୟାଣାର କୈଥଲରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ଜୀବନ ହାନୀ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :
“ହରିୟାଣାର କୈଥଲରେ ହୋଇଥିବା ସଡକ ଦୁର୍ଘଟଣା ହୃଦୟବିଦାରକ । ଏଥିରେ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କର ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା । ଭଗବାନ ସେମାନଙ୍କୁ ଏହି ଦୁଃଖ ସହିବାକୁ ଶକ୍ତି ଦିଅନ୍ତୁ । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାରେ ନିୟୋଜିତ ଅଛନ୍ତି ।”
हरियाणा के कैथल में हुआ सड़क हादसा हृदयविदारक है। इसमें जान गंवाने वालों के शोकाकुल परिजनों के प्रति मेरी गहरी संवेदनाएं। ईश्वर उन्हें इस पीड़ा को सहने की शक्ति प्रदान करे। राज्य सरकार की देखरेख में स्थानीय प्रशासन मौके पर हरसंभव मदद में जुटा है: PM @narendramodi
— PMO India (@PMOIndia) October 12, 2024