ଗୀତା ପ୍ରେସ ଅଧ୍ୟକ୍ଷ ରାଧେଶ୍ୟାମ ଖେମକାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଗୀତା ପ୍ରେସ ଅଧ୍ୟକ୍ଷ ଏବଂ ଶନାତନ ସାହିତ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇଥିବା ରାଧେଶ୍ୟାମ ଖେମକାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ । ଖେମକା ଜୀ ସାରା ଜୀବନ ବିଭିନ୍ନ ସାମାଜିକ କାର୍ଯ୍ୟରେ ସକ୍ରିୟ ରହିଥିଲେ । ଦୁଃଖର ଏହି ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ ଶାନ୍ତି” ।
गीता प्रेस के अध्यक्ष और सनातन साहित्य को जन-जन तक पहुंचाने वाले राधेश्याम खेमका जी के निधन से अत्यंत दुख हुआ है। खेमका जी जीवनपर्यंत विभिन्न सामाजिक कार्यों में सक्रिय रहे। शोक की इस घड़ी में मेरी संवेदनाएं उनके परिजनों और प्रशंसकों के साथ हैं। ओम शांति!
— Narendra Modi (@narendramodi) April 4, 2021