ବିଶିଷ୍ଟ ସଂସ୍କୃତ ବିଦ୍ଵାନ ପଣ୍ଡିତ ରେୱା ପ୍ରସାଦ ଦ୍ଵିବେଦୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସଂସ୍କୃତର ମହାନ ବିଭୂତି ମହାମହୋପାଧ୍ୟାୟ ପଣ୍ଡିତ ରେୱା ପ୍ରସାଦ ଦ୍ଵିବେଦୀ ଜୀଙ୍କ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ । ସାହିତ୍ୟ ଏବଂ ଶିକ୍ଷା କ୍ଷେତ୍ରରେ ସେ ଅନେକ ପ୍ରତିଭାଙ୍କୁ ଗଢି ତୋଳିଛନ୍ତି । ତାଙ୍କ ବିୟୋଗ ସମାଜ ପାଇଁ ଏକ ଅପୂରଣୀୟ କ୍ଷତି । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ମୋର ସମବେଦନା । ଓମ୍ ଶାନ୍ତି” ।
संस्कृत की महान विभूति महामहोपाध्याय पं. रेवा प्रसाद द्विवेदी जी के निधन से अत्यंत दुख पहुंचा है। उन्होंने साहित्य और शिक्षा के क्षेत्र में कई प्रतिमान गढ़े। उनका जाना समाज के लिए अपूरणीय क्षति है। शोक की इस घड़ी में उनके परिजनों और प्रशंसकों को मेरी संवेदनाएं। ओम शांति!
— Narendra Modi (@narendramodi) May 22, 2021