ମହାରାଷ୍ଟ୍ରର ବୁଲଧାନା ଜିଲ୍ଲାରେ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ଦପ୍ତର ଏକ ଟୁଇଟରେ କହିଛି;
“ବୁଲଧାନା ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବାରୁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ପିଏମ୍ଏନ୍ଆରଏଫ୍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ମୋଦୀ”
Anguished by the loss of lives due to an accident in Buldhana district. Condolences to the bereaved families. May the injured recover soon. An ex-gratia of Rs. 2 lakh each from PMNRF would be given to the next of kin of the deceased. Rs. 50,000 would be given to injured: PM Modi
— PMO India (@PMOIndia) August 20, 2021