ବିଶ୍ୱ ସଂସ୍କୃତ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତ ଭାଷାକୁ ପ୍ରୋତ୍ସାହିତ କରିବା ପ୍ରଚେଷ୍ଟାରେ ଥିବା ସମସ୍ତଙ୍କୁ ସେ ଅଭିନନ୍ଦନ ଜଣାଇଛନ୍ତି ।
ଶ୍ରୀ ମୋଦୀ ଏକ୍ସ ରେ ଏକ ପୋଷ୍ଟରେ ଲେଖିଛନ୍ତି:
“विश्वसंस्कृतदिनस्य शुभाशयाः। ये संस्कृतस्य अत्यन्तं अनुरागिणः सन्ति किञ्च एतस्याः श्रेष्ठभाषायाः प्रचाराय प्रयत्नशीलाः सन्ति तेषाम् अहं हार्दम् अभिनन्दामि। ”
विश्वसंस्कृतदिनस्य शुभाशयाः। ये संस्कृतस्य अत्यन्तं अनुरागिणः सन्ति किञ्च एतस्याः श्रेष्ठभाषायाः प्रचाराय प्रयत्नशीलाः सन्ति तेषाम् अहं हार्दम् अभिनन्दामि। pic.twitter.com/yL7OwaS0hS
— Narendra Modi (@narendramodi) August 19, 2024