ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ‘ଗୁରୁପୂର୍ଣ୍ଣିମାର ପବିତ୍ର ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା’ ।
गुरु पूर्णिमा के पावन अवसर पर देशवासियों को हार्दिक बधाई।
— Narendra Modi (@narendramodi) July 24, 2021