ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :
“ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।”
Chief Minister of Rajasthan, Shri @BhajanlalBjp, met Prime Minister @narendramodi. pic.twitter.com/C2Y8oVpvFT
— PMO India (@PMOIndia) October 30, 2024