ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।”
Telangana Governor, Shri Jishnu Dev Varma, met PM @narendramodi. pic.twitter.com/J8VazEwsUx
— PMO India (@PMOIndia) August 3, 2024